"ଓଡ଼ିଶା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୮୬ କ ଧାଡ଼ି:
 
=== ସଂକ୍ଷେପରେ ===
* ବୈଦିକ [[ଓଡ଼ିଶା]] - କୃଷ୍ଣ ଯଜୁର୍ବେଦ ବୌଧାୟନ କଳ୍ପସୂତ୍ର କହେ (ଖ୍ରୀ.ପୂ. ଷଷ୍ଠ ଶତାବ୍ଦୀ), ବୈଦିକ ସଭ୍ୟତା ବାହାରେ [[କଳିଙ୍ଗ]] ଥିଲା ଭିନ୍ନ ଏକ ସଭ୍ୟତା (ନା ଆର୍ଯ୍ୟ ନା ଦ୍ରାବିଡ଼)
* ପୌରାଣିକ [[ଓଡ଼ିଶା]] - [[ମହାଭାରତ]] କହେ, [[କଳିଙ୍ଗ]] [[କୌରବ]]ଙ୍କ ପକ୍ଷରୁ ଯୁଦ୍ଧ ଲଢ଼ିଥିଲା ।
* କିମ୍ବଦନ୍ତୀରେ [[ଓଡ଼ିଶା]] - [[ଓଡ଼ିଶା]]ରେଓଡ଼ିଶାରେ ପ୍ରଚଳିତ ଲୋକକଥା ଅନୁସାରେ ଏଠି କଳା ଓ ବାଣିଜ୍ୟର ସଂସ୍କୃତି ପ୍ରଭାବ ବିସ୍ତାର କରିଥିଲା । ସିଂହଳ(ଶ୍ରୀଲଙ୍କା), ଜାଭା, ସୁମାତେରା, ବାଲି, ବ୍ରହ୍ମଦେଶ(ମିଆଁମାର), ସାମ(ଥାଇଲାଣ୍ଡ), କାମ୍ବୋଡ଼ିଆ, ଅନାମ(ଭିଏତନାମ), [[ଚୀନ]], ଜବନ([[ଜାପାନ]]), କୁକୁଟ(କୋରିଆ), ମକ୍କସିଖ(ମେକ୍ସିକୋ), ମିସର(ଇଜିପ୍ଟ), ସିମିଳି(ଆରବ), ବାବିଲନ(ଇରାକ) ପ୍ରଭୃତି ସ୍ଥାନରେ କଳିଙ୍ଗର ନିର୍ମାଣ-କଳା ଓ ବାଣିଜ୍ୟ-ସଂସ୍କୃତି-ଇତିହାସର ଚିହ୍ନ ଏବେ ବି ଦେଖିବାକୁ ମିଳେ । ସମ୍ଭବତଃ ଲୋକତନ୍ତ୍ର ପ୍ରଚଳିତ ଥିଲା ।
 
* ଖ୍ରୀ.ପୂ. ୩୬୦-୨୬୦ - ନନ୍ଦ-ସାମ୍ରାଜ୍ୟରେ [[ଓଡ଼ିଶା]]ରଓଡ଼ିଶାର ଏକ ବଡ଼ ଭାଗ ଅନ୍ତର୍ଭୁକ୍ତ ।
* ଖ୍ରୀ.ପୂ. ୨୬୧ - ପୃଥିବୀ ବିଖ୍ୟାତ [[କଳିଙ୍ଗ]] ଯୁଦ୍ଧ
* ଖ୍ରୀ.ପୂ. ୧ମ ଶତାବ୍ଦୀ - ଚେଦୀ ରାଜବଂଶର ସମ୍ରାଟ [[ଖାରବେଳ|ମହାମେଘବାହାନ ଐର '''ଖାରବେଳ''']]ଙ୍କ ରାଜତ୍ବ ରାଜତ୍ୱ, କଳିଙ୍ଗର ପରିସୀମା ଆଗଙ୍ଗା-କାବେରୀ, ତଥା ପଶ୍ଚିମ ଓ ମଧ୍ୟ ଭାରତକୁ[[ଭାରତ]]କୁ ବିସ୍ତାରିତ | ଜୈନ ଧର୍ମର ପ୍ରସାର ।
* ୩ଯ୩ୟ-ଷଷ୍ଠ ଶତାବ୍ଦୀ - ଗୁପ୍ତ-ରାଜବଂଶ, ହର୍ଷବର୍ଦ୍ଧନ, ଦ୍ୱିତୀୟ ପୁଲକେଶୀ, ମାଠର, ଭୌମକର ଇତ୍ୟାଦି ବିଭିନ୍ନ ରାଜାଙ୍କ ଶାସନାଧୀନ
* ୭୯୫ ଖ୍ରୀ. - କେଶରୀ ରାଜବଂଶ । ଯଯାତି କେଶରୀ [[କଳିଙ୍ଗ]], କୋଶଳ ଓ [[ଉତ୍କଳ]]କୁ ଏକତ୍ର କଲେ । [[ଯାଜପୁର]] ରେ ରାଜଧାନୀ ସ୍ଥାପନ ।
* ୧୦୭୮-୧୪୩୪ ଖ୍ରୀ. - ଗଙ୍ଗ ରାଜବଂଶ । ଅନନ୍ତବର୍ମା ଚୋଳଗଙ୍ଗ ଦେବଙ୍କ ରାଜତ୍ୱ ପ୍ରାରମ୍ଭ ।
୧୦୩ କ ଧାଡ଼ି:
:୧୪୩୫-୧୪୬୬ ଖ୍ରୀ. - (ନବକୋଟି କର୍ଣ୍ଣାଟ ଉତ୍କଳ ବର୍ଗେଶ୍ୱର) କପିଳେନ୍ଦ୍ରଦେବ ।
:୧୪୯୭-୧୫୪୧ ଖ୍ରୀ. - ରାଜା ପୁରୁଷୋତ୍ତମଦେବ ଓ ତାଙ୍କପରେ ପ୍ରତାପରୂଦ୍ରଦେବ ।
* ୧୫୬୮ ଖ୍ରୀ. - [[ଓଡ଼ିଶା]]ରଓଡ଼ିଶାର ଶେଷ ସ୍ୱାଧୀନ ହିନ୍ଦୁ ଶାସକ '''ମୁକୁନ୍ଦଦେବ''' ପରାସ୍ତ । ବଙ୍ଗର ମୁସଲିମ ଶାସକ ସୁଲେମାନ କରାଣୀ ତଥା ତାଙ୍କ ସେନାପତି 'କଳାପାହାଡ଼' ଦ୍ୱାରା [[ଓଡ଼ିଶା]] ଅଧିକୃତ ।
* ୧୫୭୬ ଖ୍ରୀ. - ମୋଗଲମାନଙ୍କର ଓଡ଼ିଶା ଅଧିକାର ।
* ୧୭୫୧ ଖ୍ରୀ. - ମରହଟ୍ଟାମାନଙ୍କର ଓଡ଼ିଶା ଅଧିକାର ।
"https://or.wikipedia.org/wiki/ଓଡ଼ିଶା"ରୁ ଅଣାଯାଇଅଛି