"ଭାରତ ରତ୍ନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି:
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪୧୯୫୪ରେ ମସିହାଠାରୁପଦ୍ମଶ୍ରୀ, ଭାରତରତ୍ନପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ କରାଯାଇଆରମ୍ଭ ଆସୁଛିହୋଇଥିଲା ୤ ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । <!--ସବୁକ୍ଷେତ୍ରରେ ପାରଦର୍ଶିତା ତଥା ଦେଶର ମାନ ଓ ଗୌରବ ବୃଦ୍ଧି କରିଥିବା ବ୍ୟକ୍ତିଙ୍କୁ ଏହି ସର୍ବୋଚ୍ଚ ବେସାମରିକ ସମ୍ମାନ ପାଇଁ ମନୋନିତ କରାଯାଇଥାଏ ୤ କେବଳ ଭାରତୀୟଙ୍କୁ ଏହା ପ୍ରଦାନ କରାଯିବ ବୋଲି କୌଣସି ଲିଖିତ ନିୟମ ନାହିଁ ୤--> ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]]ଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି ୤ ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି ୤ ସମ୍ମାନ ସ୍ଵରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ ୤ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]] ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ୤
 
୩୫ମିଲିମିଟର ବେଧ ବିଶିଷ୍ଟ ପତ୍ରଆକୃତି ସ୍ଵର୍ଣ୍ଣପଦକଟିର ଗୋଟିଏ ପାଖ ଓସ୍ତପତ୍ରରେ ଅଙ୍କିତ ସୂର୍ଯ୍ୟଚିତ୍ରଓ ତା’ତଳକୁ ଦେବନାଗରୀ ଲିପିରେ ଭାରତରତ୍ନ ଲେଖାଯାଇଥିଲା ବେଳେ ଅନ୍ୟ ପାଖଟିରେ ଭାରତର ଜାତୀୟ ପ୍ରତୀକ ଶୋଭା ପାଇଥାଏ ୤ ୫୧ ମିଲିମିଟର ଓସାର ବିଶିଷ୍ଟ ଧଳାଫିତାରେ ଏହାକୁ ମନୋନୀତ ବ୍ୟକ୍ତିଙ୍କ ବେକରେ ଝୁଲାଇ ସମ୍ମାନିତ କରାଯିବାର ବିଧି ରହିଛି ୤ ଆରମ୍ଭ ହେବା ସମୟରେ ମରଣୋତ୍ତର ଭାବେ ଏହାକୁ ଦିଆ ନ ଯିବାକୁ ସ୍ଥିର କରାଯାଇଥିଲେ ହେଁ ପରେ ଏଥିରେ ସଂଶୋଧନ କରାଯାଇ ମରଣୋତ୍ତର ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ୤ ଭାରତର ଏହି ସର୍ବୋଚ୍ଚ ସମ୍ମାନ କେବଳ ଭାରତୀୟଙ୍କୁ ପ୍ରଦାନ କରାଯିବାକୁ ଲିଖିତ ନିୟମ ନ ଥିବାରୁ ଖାନ ଅବଦୁଲ ଗଫର ଖାଁ (୧୯୮୭), ମଦର ଟେରେସା (୧୯୮୦) ଏବଂ ନେଲସନ ମଣ୍ଡେଲା (୧୯୯୦)ଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ୤ ୧୯୯୨ରେ ସୁଭାସ ଚନ୍ଦ୍ର ବୋଷଙ୍କୁ ମରଣୋତ୍ତର ଭାବେ ଭାରତରତ୍ନ ପ୍ରଦାନ କରାଯିବାକୁ ଘୋଷଣା କରାଯାଇଥିଲା, ମାତ୍ର ତାଙ୍କ ମୃତ୍ୟୁ ସମ୍ପର୍କରେ କୌଣସି ପ୍ରାମାଣିକ ତଥ୍ୟ ନଥିବାରୁ ଏହି ଘୋଷଣାକୁ ପ୍ରତ୍ୟାହାର କରିନିଆଯାଇଥିଲା ୤ ସେହି ପରି ବିଶିଷ୍ଟ ସ୍ଵାଧିନତା ସଂଗ୍ରାମୀ ତଥା ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ଆବୁଲ କାଲାମ ଆଜାଦଙ୍କୁ ଯେତେବେଳେ ଭାରତରତ୍ନ ପ୍ରଦାନ ପାଇଁ ମନୋନିତ କରାଗଲା, ସେତେବେଳେ ସେ ଭାରତରତ୍ନ ପାଇଁ ଉଦ୍ଦିଷ୍ଟ ଚୟନମଣ୍ଡଳୀରେ ସଦସ୍ୟ ଥିବା ଯୋଗୁଁ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ୤ ପରେ ତାଙ୍କ ମୃତ୍ୟୁ ପରେ ୧୯୯୨ ମସିହାରେ ତାଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା ୤
 
<!--କଳା, ସାହିତ୍ୟ ଏବଂ ବିଜ୍ଞାନର ଉନ୍ନତି କଳ୍ପେ ବିରଳ ସେବା ଏବଂ ଜନସେବା କ୍ଷେତ୍ରରେ ମହାନ ଅବଦାନ ଲାଗି ଅସାଧାରଣ ଦକ୍ଷତା ଥିବା ଲୋକମାନେ ଏହି ସମ୍ମାନ [[ଭାରତର ରାଷ୍ଟ୍ରପତି|ରାଷ୍ଟ୍ରପତି]]ଙ୍କ ଠାରୁ ଗ୍ରହଣ କରନ୍ତି |-->