"ଶବ୍ଦ (ଧ୍ୱନି)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ଶବ୍ଦ ହେଉଛି ଏକ ଯାନ୍ତ୍ରିକ ତରଙ୍ଗ ଯାହା କଠିନ, ତରଳ କ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
ଟିକେNo edit summary
୬ କ ଧାଡ଼ି:
ଶବ୍ଦ ସଂଚରଣ ସାଧାରଣତଃ ତିନୋଟି କାରଣ ଦ୍ୱାରା ପ୍ରଭାବିତ ହୁଏ:
 
* ସାନ୍ଦ୍ରତା ଓ ଚାପ ମଧ୍ୟରେ ଥିବା ସମ୍ପର୍କ ୤ ଏହି ସମ୍ପର୍କ, ତାପମାତ୍ରା ଦ୍ୱାରା ପ୍ରଭାବିତ ହୋଇ ମାଧ୍ୟମରେ ଶବ୍ଦର ଗତି ନିରୂପଣ କରେ ୤
* ସଂଚରଣ ମାଧ୍ୟମର ନିଜସ୍ୱ ଗତି ଦ୍ୱାରା ମଧ୍ୟ ପ୍ରଭାବିତ ହୁଏ ୤ ଉଦାହରଣ ସ୍ୱରୂପ, ବାୟୁରେ ଶବ୍ଦର ଗତି ୤ ଶବ୍ଦର ଗତିକୁ ଛାଡିଲେ, ଯଦି ମାଧ୍ୟମ ଗତି କରୁଥାଏ, ଶବ୍ଦ ଅଧିକ ଗତିଶୀଳ ହୁଏ ୤
* ମାଧ୍ୟମର ଘନତ୍ୱ ମଧ୍ୟ ଶବ୍ଦତରଙ୍ଗର ଗତିକୁ ପ୍ରଭାବିତ କରେ ୤ ଏହା ଶବ୍ଦର ଗତିରେ ବିଘଟନ ସୃଷ୍ଟି କରେ ୤ ବାୟୁ ଓ ଜଳ ପରି ମାଧ୍ୟମ ପାଇଁ ଘନତ୍ୱ ଯୋଗୁ ଗତିରେ ବିଘଟନ ନଗଣ୍ୟ ୤
 
ନିର୍ଦ୍ଦିଷ୍ଟ ଭୌତିକ ଗୁଣ ନଥିବା ମାଧ୍ୟମରେ ଶବ୍ଦ ଗତି କଲା ବେଳେ ପ୍ରତିସରିତ ହୁଏ (ବିଚ୍ଛୁରିତ କିମ୍ବା କେନ୍ଦ୍ରିତ ହୁଏ) ୤