"ବରଗଛ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଶ୍ରେଣୀ
ଟିକେNo edit summary
୨୪ କ ଧାଡ଼ି:
|}}
 
ବରଗଛ ହେଉଛି ଭାରତର ଜାତୀୟ ଗଛ।<ref name="National Symbols of India">{{cite web | url=http://india.gov.in/knowindia/national_symbols.php/national_symbols.php?id=5 | title=National Tree| publisher= [[Government of India]] Official website| accessdate=2012-01-16}}</ref> ଏହାକୁ ବଟବୃକ୍ଷ ବୋଲି କୁହାଯାଏ। ଏହା ଫଳ ଖାଉଥିବା ପଶୁ ପକ୍ଷୀଙ୍କ ଦ୍ଵାରା ବଂଶ ବିସ୍ତାର କରିଥାଏ । ବଡ଼ ହେଲା ପରେ ଏହାର ଡ଼ାଳରୁ ଓହଳ ବାହାରି ମାଟିରେ ଲାଗିଯାଏ, ଯାହାକୁ ଦେଖି ଚେରର ଭ୍ରମ ସୃଷ୍ଟି ହୁଏ । ଆଗକାଳରେ ପ୍ରତିଟି ଗାଁ ମୁଣ୍ଡରେ ନିଶ୍ଚୟ ଗୋଟିଏ ବରଗଛ ରହୁଥିଲା । [[ରଜ ପର୍ବ]]ରେ ପିଲାଏ ଏଥିରେ ଦୋଳି ଖେଳନ୍ତି । ଗାଁର ଲୋକେ ପୁଣ୍ୟ ହେବ ଭାବି ବରଗଛ ଓ ଓସ୍ତଗଛର[[ଓସ୍ତ|ଓସ୍ତଗଛ]]ର ବାହାଘର କରିଥାନ୍ତି ।
==ଭାରତୀୟ ପ୍ରାଦେଶିକ ଭାଷା ନାମାବଳୀ==
{| class="wikitable"
୪୩ କ ଧାଡ଼ି:
 
== ଶାସ୍ତ୍ରୋକ୍ତ ଗୁଣ ==
ଏହା କଷାୟରସ, ଶୀତବୀର୍ଯ୍ୟ, ଧାରକ, ଗୁରୁପାକ, ରସାୟନ କାନ୍ତିପ୍ରଦ, ସ୍ତମ୍ଭନ କାରକ, ମେହ, ପ୍ରମେହ, ଉପଦଂଶ, ବୀର୍ଯ୍ୟଦୋଷ, ଧାତୁଦୋଷ, ପିତ୍ତ, କଫ, ଦାହ, ପ୍ରଦର, ଯୋନିରୋଗ, ବ୍ରଣ, କ୍ଷତ, ଘା, କାଖଗୁଲି, ଅତିସାର ଆଦି ରୋଗର ନିବାରକ ଅଟେ।ଅଟେ
== ବ୍ୟବହାର ==
ପ୍ରମେହ ଓ ସ୍ବପ୍ନଦୋଷରସ୍ଵପ୍ନଦୋଷର ଏକ ପ୍ରମୁଖ ଔଷଧରୂପେ ଏହାର କ୍ଷୀରକୁ ବ୍ୟବହାର କରାଯାଏ।କରାଯାଏ ଏହାର ଓହଳରେ ଦାନ୍ତ ଘସିଲେ ମୁଖକାନ୍ତି ବଢେ ବୋଲି କୁହାଯାଏ।କୁହାଯାଏ । ଏହାର ଫଳକୁ ଔଷଧିରୂପେ ବ୍ୟବହାର କରାଯାଏ।କରାଯାଏ ।
== ବାହାର ଆଧାର ==
* ବୈଦ୍ୟରାଜ ଶ୍ରୀ କୃଷ୍ଣବ୍ରହ୍ମା ଶତପଥିଙ୍କ ବନୌଷଧି ବିଜ୍ଞାନ ।
* ଶ୍ରୀ ଲକ୍ଷ୍ମଣ ମିଶ୍ରଙ୍କ ଅନୁଭୂତ ଯୋଗମାଳା ବା ସହଜ ଚିକିତ୍ସା।ଚିକିତ୍ସା ।
 
==ଆଧାର==
"https://or.wikipedia.org/wiki/ବରଗଛ"ରୁ ଅଣାଯାଇଅଛି