"ବରୁଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୪ କ ଧାଡ଼ି:
|regnum = [[Plantae]]
|unranked_divisio = [[Angiosperms]]
|unranked_classis = [[Eudicots]]
|unranked_ordo = [[Rosids]]
|ordo = [[Brassicales]]
|familia = [[Capparaceae]]
|genus = ''[[Crateva]]''
|species = '''''C. religiosa'''''
|binomial = ''Crateva religiosa''
|binomial_authority = [[Georg Forster|Forst. f.]]
|}}
ବରୁଣ ଏକ ଦ୍ରୁମ ଜାତୀୟ ଉଦ୍ଭିଦ।ଉଦ୍ଭିଦ । ମଧ୍ୟମାକୃତିର ଏଇ ବନ୍ୟ ତରୁଟି ତ୍ରିପର୍ଣ୍ଣ, ଅଳ୍ପକେ ଶିମୁଳୀ ପତ୍ର ପରି।<ref>[[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]] </ref> ଫଳ ଗୁଡ଼ିକ କାଗିଜି ଲେମ୍ବୁ ପରି ଗୋଲ ହେଲେ ଟାଣୁଆ।ଟାଣୁଆ । ପାଚିଲେ ମହାକାଳ ଫଳ ପରି ଦିଶେ।ଦିଶେ । ଜଳାଧାରରେ ଏ ଗଛ ଜନ୍ମିଥାଏ।ଜନ୍ମିଥାଏ । ମାଟି ତଳେ ତଳେ ଜଳଧାରା ଯେଉଁ ବାଟେ ଯାଇଥାଏ, ସେଇ ଧାରେ ଧାରେ ଏ ଗଛ ଜନ୍ମିଥାଏ।ଜନ୍ମିଥାଏ । ଆଗରୁ ଲୋକେ କୂଅ ଖୋଳିବା ଆଗରୁ ବରୁଣ ଚେରକୁ ଦେଖି ଜଳଧାରାର ସନ୍ଧାନ ପାଉଥିଲେ।ପାଉଥିଲେ । କେହି କେହି କହନ୍ତି, ସୌଭାଗ୍ୟଯୁକ୍ତ ସ୍ଥାନରେ ଏ ଗଛ ଜନ୍ମିଥାଏ।ଜନ୍ମିଥାଏ ।
 
==ବିବିଧ ଭାରତୀୟ ପ୍ରାଦେଶିକ ନାମ==
"https://or.wikipedia.org/wiki/ବରୁଣ"ରୁ ଅଣାଯାଇଅଛି