"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବର୍ଣ୍ଣନା
ଟିକେ
ଟିକେ (ବର୍ଣ୍ଣନା)
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
 
== ପୌରାଣିକ ଭିତ୍ତିଭୂମି ==
==ଚନ୍ଦନଯାତ୍ରା==
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ ଜଗନ୍ନାଥଙ୍କର ଗ୍ରୀଷ୍ମ ପର୍ବ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ୨୧ଦିନ ବାହାର ଚନ୍ଦନ ପରେ ଭିତର ଚନ୍ଦନଯାତ୍ରା ଆରମ୍ଭ ହୋଇଥାଏ ୤
 
== ମାସ/ତିଥି ==
===ଭଉଁରୀ===
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ୨୧ଦିନ ବାହାର ଚନ୍ଦନ ପରେ ଭିତର ଚନ୍ଦନଯାତ୍ରା ଆରମ୍ଭ ହୋଇଥାଏ ୤
 
[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤
 
===ବାହାର ଚନ୍ଦନଯାତ୍ରା===
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
 
====ଭଉଁରୀ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ [[ମଦନମୋହନ]], ରାମକୃଷ୍ଣ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ [[ଶ୍ରୀମନ୍ଦିର]]କୁ ବାହୁଡ଼ାବିଜେ କରିଥାନ୍ତି ୤
 
୨୪,୬୭୩

ଗୋଟି ସମ୍ପାଦନା