"ଥୋମାସ ଆଲଭା ଏଡ଼ିସନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.2) (Robot: Adding as:টমাছ আলভা এডিচন
ଟିକେ r2.7.3) (Robot: Modifying zh:爱迪生; cosmetic changes
୪ କ ଧାଡ଼ି:
ଏଡ଼ିସନ ହେଉଛନ୍ତି ଇତିହାସର ୪ର୍ଥ ଶ୍ରେଷ୍ଠ ଉଦ୍ଭାବକ, ଯିଏ ତାଙ୍କ ନାମରେ ୧୦୯୩ ଟି ଯୁକ୍ତରାଷ୍ଟ୍ର ପେଟେଣ୍ଟ ସହିତ ଯୁକ୍ତରାଜ୍ୟ, ଫ୍ରାନ୍‌ସ ଓ ଜର୍ମାନୀରେ ମଧ୍ୟ ଅନେକ ପେଟେଣ୍ଟ କରିଥିଲେ । ସେ ଯୋଗାଯୋଗ କ୍ଷେତ୍ରରେ ଅନେକ ଉଦ୍ଭାବନ କରିଥିଲେ, ବିଶେଷ ଭାବରେ ଦୂରସଞ୍ଚାର । ଏହା ଭିତରେ ଥିଲା ଷ୍ଟକ ଟିକର, ଯାନ୍ତ୍ରିକ ଭୋଟ ଗଣାଳୀ, ବିଦ୍ୟୁତ କାର ପାଇଁ ବ୍ୟାଟେରୀ, ବିଦ୍ୟୁତ ଶକ୍ତି, ମ୍ୟୁଜିକ ରେକର୍ଡ଼ ଏବଂ ମୋସନ ପିକ୍ଚର । ଜଣେ ଟେଲିଗ୍ରାଫ ଅପରେଟର ଭାବରେ କାମ କରୁଥିବା ସମୟରେ ସେ ଏ ସବୁ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିଲେ । ଏଡିସନ ପ୍ରଥମେ ବିଦ୍ୟୁତ ଶକ୍ତି ସୃଷ୍ଟି ଓ ଗୃହ, ବ୍ୟବସାୟ ଓ କାରଖାନା ପାଇଁ ବିତରଣ ବିଷୟରେ ଚିନ୍ତା କରିଥିଲେ । ତାଙ୍କ ପ୍ରଥମ ଶକ୍ତି କେନ୍ଦ୍ର ମାନହାଟାନ ଦ୍ଵୀପ, ନିଉୟର୍କରେ ଥିଲା ।
 
== ବାଲ୍ୟ ଜୀବନ ==
ଥୋମାସ ଏଡ଼ିସନ ମିଲନ୍, ଓହିଓରେ ଜନ୍ମଗ୍ରହଣ କରିଥିଲେ ଓ ପୋର୍ଟ ହ୍ୟୁରନ, ମିଚିଗାନ୍‌ରେ ଲାଳିତପାଳିତ ହୋଇଥିଲେ । ସେ ସାମୁଏଲ ଓଗଡେନ ଏଡ଼ିସନ, ଜୁନିୟର (୧୮୦୪-୯୬ ମାର୍ସାଲ ଟାଉନ, ନୋଭା ସ୍କଟିଆ, କାନାଡ଼ାରେ ଜନ୍ମିତ) ଏବଂ ନାନସି ମାଥିଉଜ ଇଲିଅଟଙ୍କର (୧୮୧୦-୧୮୭୧ ଚେନାଙ୍ଗୋ କାଉଣ୍ଟି, ନିଉୟର୍କରେ ଜନ୍ମିତ) ସପ୍ତମ ତଥା ଶେଷ ସନ୍ତାନ ଥିଲେ । ୧୮୩୭ର ଅସଫଳ ମାକେଞ୍ଜି ବିଦ୍ରୋହରେ ସାମିଲ ଥିବାରୁ ତାଙ୍କ ପିତାଙ୍କୁ କାନାଡ଼ାରୁ ପଳାଇ ଆସିବାକୁ ପଡିଲା । ଏଡ଼ିସନ ନିଜକୁ ଡଚ ବଂଶଧର ବୋଲି ଭାବୁଥିଲେ ।
 
୧୩୧ କ ଧାଡ଼ି:
[[yi:טאמעס עדיסאן]]
[[yo:Thomas Edison]]
[[zh:托马斯·爱迪生]]
[[zh-min-nan:Thomas Edison]]
[[zh-yue:愛迪生]]