୫୧୬
ଗୋଟି ସମ୍ପାଦନା
ଟିକେ (Robot: Removing as:গোৱা (deleted)) |
|||
}}
'ଗୋଆ' [[ଭାରତ]]ର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ |କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ। ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣାଟକ ଘେରି ରହିଛି। ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ। ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି. ଡ଼ି. ପି.ର ଅଢେଇଗୁଣ ଅଧିକ।। ୧୧ମ ବିତ୍ତ କମିଶନ ଗୋଆକୁ ଭିତ୍ତିଭୂମି ପାଇଁ ସବୁଠୁ ଭଲ ରାଜ୍ୟ ଭାବେ ଗଣନା କରିଛନ୍ତି।
==ଆଧାର==
|
ଗୋଟି ସମ୍ପାଦନା