"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{Hdeity infobox <!-- Wikipedia:WikiProject Hindu mythology --> | Image = saraswati.jpg | Caption ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧୩ କ ଧାଡ଼ି:
}}
 
[[ହିନ୍ଦୁ]]ଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ। ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। <ref>{{cite web |title= Sarasvati Origine |url=http://sathyasaibaba.wordpress.com/2008/07/12/saraswati-hindu-goddess-of-learning-saraswati-devi}}</ref><ref>Sunil Sehgal (1999); Encyclopaedia of Hinduism, p. 1214; Sarup & Sons, ISBN 81-7625-064-3, 9788176250641</ref> Herପଶ୍ଚିମ figure isମଧ୍ୟ alsoଭାରତର popularଜୈନମାନେ inମଧ୍ୟ theସରସ୍ୱତୀଙ୍କୁ [[Jain]]ପୂଜା religion of west and central [[India]].କରିଥାନ୍ତି।<ref name=BMA>{{cite book|last=[[Birmingham Museum of Art]]|title=Birmingham Museum of Art : guide to the collection|year=2010|publisher=Birmingham Museum of Art|location=[Birmingham, Ala]|isbn=978-1-904832-77-5|pages=55|url=http://artsbma.org}}</ref>
 
ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ। ତାମିଲ ଭାଷାରେ ସେ କଲାଇମଙ୍ଗଳ (கலைமகள்), କଲାଇବାଣୀ (கலைவாணி), ବାଣୀ (வாணி)ରୂପରେ ପରିଚିତା। ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍ଦେବୀ ବରଦା ଇତ୍ୟାଦି।
 
ସରସ୍ୱତୀ ଶବ୍ଦ ସରସ(ପ୍ରବାହ) ଓ ବତୀ(...ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ହେଉଛି ପ୍ରବହମାନା। ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ, ଦିବ୍ୟତେଜଯୁକ୍ତା, ସୁନ୍ଦରୀ, ଶୁକ୍ଳବର୍ଣ୍ଣା, ଶୁକ୍ଳ ବସ୍ତ୍ର ପରିହିତା, ଶୁକ୍ଲ ପଦ୍ମାସୀନା। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍ଦେବୀ, ବାଣୀ, ଶାରଦା।
 
ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ ପୃଥିବୀର ରକ୍ଷା କାରିଣୀ। ସରୋଶା(ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା। ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ। ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡ଼ାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ। [[ବୌଦ୍ଧ ଧର୍ମ]]ରେ ମଧ୍ୟ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ [[ବୁଦ୍ଧ]]ଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି। ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi'') (သူရဿတီ) ଉଚ୍ଚାରଣ (θùja̰ðədì|pron), ଥାଇ ଭାଷାରେ ସୁରାସୱଦୀ (''Surasawadee'') (สุรัสวดี), ଜାପାନୀ ଭାଷାରେ ବେଞ୍ଜାଇତେନ (弁才天/弁財天) ବୋଲି ପରିଚିତା। ଭାରତର କେତେକ ରାଜ୍ୟ ଯଥା ଓଡ଼ିଶା, ବିହାର ଓ ପଶ୍ଚିମ ବଙ୍ଗରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାବୋଲି ପୂଜା କରାଯାଏ। ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, [[ଲକ୍ଷ୍ମୀ]], [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. ISBN 0-520-06339-2. p. 95.</ref>
 
 
==ଆଧାର==
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି