"ଭଗବତ ଗୀତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.1) (Robot: Adding lv:Bhagavadgīta
ଟିକେ ଛାଞ୍ଚ
୧ କ ଧାଡ଼ି:
{{ମୁଣ୍ଡିଆ}}
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି [[ମହାଭାରତ]]ର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା ୤ ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି ୤ ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି ୤ ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ୤
 
[[Image:Bhagavad Gita, a 19th century manuscript.jpg|250px|thumb|ଭଗବତ ଗୀତା, ୧୯ଶତକର ତାଳପୋଥି]]
ଗୀତାର ୧୮ଟି ଅଧ୍ୟାୟ ହେଉଛି ୧୮ଟି ଯୋଗ୤ ପ୍ରଥମ ୬ଅଧ୍ୟାୟରେ ନିଷ୍କାମ କର୍ମଯୋଗ, ଦ୍ବିତୀୟଦ୍ଵିତୀୟ ୬ଅଧ୍ୟାୟରେ ଭକ୍ତିଯୋଗ ଏବଂ ଶେଷ ୬ଅଧ୍ୟାୟରେ ଜ୍ଞାନଯୋଗ ବର୍ଣ୍ଣନା କରାଯାଇଛି ୤
* ପ୍ରଥମ ଅଧ୍ୟାୟ: ଅର୍ଜୁନଙ୍କ ବିଷାଦ ଯୋଗ ୤ କଠୋର କର୍ତ୍ତବ୍ୟ ନିକଟରେ ବନ୍ଧୁବାନ୍ଧବ, କୁଟୁମ୍ବ, ଭାଇ ଓ ପିତାମାତା ଆଦିଙ୍କର ସ୍ଥାନ ନାହିଁ ୤ ଏମାନଙ୍କ ଅନୀତିକୁ ପ୍ରଶ୍ରୟ ଦେଲେ କର୍ତ୍ତବ୍ୟରେ ଅବହେଳା ହୁଏ ବୋଲି ଶ୍ରୀକୃଷ୍ଣ କହୁଛନ୍ତି ୤କହୁଛନ୍ତି୤
* ଦ୍ବିତୀୟଦ୍ଵିତୀୟ ଅଧ୍ୟାୟ: ସାଂଖ୍ୟଯୋଗ: ଏଥିରେ ମୁଖ୍ୟତଃ ଆତ୍ମତତ୍ତ୍ବଆତ୍ମତତ୍ତ୍ଵ ଆଲୋଚିତ ହୋଇଛି ୤ ମନୁଷ୍ୟ ସ୍ଥିତପ୍ରଜ୍ଞ ହେଲେ ଆତ୍ମବଶୀଭୂତ ଇନ୍ଦ୍ରିୟ ମାଧ୍ୟମରେ କର୍ମକରି ମଧ୍ୟ କର୍ମରେ ଆବଦ୍ଧ ହୁଅନ୍ତି ନାହିଁ ବୋଲି ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କହିଛନ୍ତି ୤ କହିଛନ୍ତି୤
* ତୃତୀୟ ଅଧ୍ୟାୟ: କର୍ମଯୋଗ: ଏଥିରେ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କର୍ମର ମାହତ୍ମ୍ୟ ଏବଂ ନିଷ୍କାମ କର୍ମର ପ୍ରେରଣା ଦେଇଛନ୍ତି ୤ଦେଇଛନ୍ତି୤
* ଚତୁର୍ଥ ଅଧ୍ୟାୟ: ଜ୍ଞାନ ଯୋଗ: ଏଥିରେ ଶ୍ରୀକୃଷ୍ଣ ଜ୍ଞାନର ସ୍ବରୂପସ୍ଵରୂପ, ଆତ୍ମଜ୍ଞାନର ପ୍ରୟୋଜନୀୟତା ଓ ମାହତ୍ମ୍ୟ ବୁଝାଇଛନ୍ତି ୤
* ପଞ୍ଚମ ଅଧ୍ୟାୟ: ସନ୍ନ୍ୟାସ ଯୋଗ: ଏଥିରେ ଶ୍ରୀକୃଷ୍ଣ
* ଷଷ୍ଠ ଅଧ୍ୟାୟ: ଧ୍ୟାନଯୋଗ: ଏଥିରେ ଶ୍ରୀକୃଷ୍ଣ ଚଞ୍ଚଳ ମନ ଅର୍ଥାତ ଚିତ୍ତବୃତ୍ତିକୁ ନିରୋଧ କରିବା ପାଇଁ ଧ୍ୟାନ ଏକାନ୍ତ ଆବଶ୍ୟକ ବୋଲି କହିଛନ୍ତି ୤
* ସପ୍ତମ ଅଧ୍ୟାୟ: ବିଜ୍ଞାନଯୋଗ: ଏଥିରେ ଭଗବାନଙ୍କର ସ୍ବରୂପସ୍ଵରୂପ ବିଷୟରେ ଆଲୋଚନା କରାଯାଇଛି ୤
* ଅଷ୍ଟମ ଅଧ୍ୟାୟ: ଅକ୍ଷୟ ବ୍ରହ୍ମ ଯୋଗ:
* ନବମ ଅଧ୍ୟାୟ: ରାଜଯୋଗ:
* ଦଶମ ଅଧ୍ୟାୟ: ବିଭୂତି ଯୋଗ:
* ଏକାଦଶ ଅଧ୍ୟାୟ: ବିଶ୍ବରୂପବିଶ୍ଵରୂପ ଦର୍ଶନ ଯୋଗ:
* ଦ୍ବାଦଶଦ୍ଵାଦଶ ଅଧ୍ୟାୟ: ଭକ୍ତି ଯୋଗ:
* ତ୍ରୟୋଦଶ ଅଧ୍ୟାୟ: ଏଥିରେ ପ୍ରକୃତି ଓ ପୁରୁଷ, ଦେହ ଓ ଆତ୍ମା, ଜ୍ଞାନ ଓ ଜ୍ଞେୟ ଇତ୍ୟାଦି ତତ୍ତ୍ବ ବିଷୟରେ ଶ୍ରୀକୃଷ୍ଣ କହିଛନ୍ତି ୤
* ଚତୁର୍ଦ୍ଦଶ ଅଧ୍ୟାୟ: ତ୍ରିଗୁଣ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ସୃଷ୍ଟି ରହସ୍ୟ, ପୁରୁଷର ସଂସାର ବନ୍ଧନ, ସାତ୍ତ୍ବିକ ଆଦି ତ୍ରିବିଧ ଗୁଣର ଲକ୍ଷଣ ବର୍ଣ୍ଣନା କରିଛନ୍ତି ୤
Line ୨୦ ⟶ ୨୧:
* ଷୋଡ଼ଷ ଅଧ୍ୟାୟ: ଦୈବାସୁର ସମ୍ପଦ ବିଭାଗ ଯୋଗ୤
* ସପ୍ତଦଶ ଅଧ୍ୟାୟ: ଶ୍ରଦ୍ଧାତ୍ରୟ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ତ୍ରିବିଧ ଶ୍ରଦ୍ଧା, ତ୍ରିବିଧ ଆହାର ଓ କର୍ମରେ ବ୍ରହ୍ମ ନିର୍ଦ୍ଦେଶ ସମ୍ବନ୍ଧରେ ବିଶଦ୍‌ ଆଲୋଚନା କରିଛନ୍ତି ୤
* ଅଷ୍ଟାଦଶ ଅଧ୍ୟାୟ: ମୋକ୍ଷଯୋଗ ୤ ଏଥିରେ କର୍ମତତ୍ତ୍ବରକର୍ମତତ୍ତ୍ଵର ବିଶ୍ଲେଷଣ, କର୍ମଯୋଗରେ ମୋକ୍ଷଲାଭର ଉପାୟ, ସର୍ବଧର୍ମ ତ୍ୟାଗ ଅଭୟବାଣୀ ଓ ଶରଣାଗତ ସମ୍ବନ୍ଧରେ ବିସ୍ତୃତ ବର୍ଣ୍ଣନା କରାଯାଇ ଉପସଂହାରରେ କୁହାଯାଇଛି:
“ସର୍ବଧର୍ମାନ ପରିତ୍ୟଜ ମାକେକଂ ଶରଣଂ ବ୍ରଜ</br>
ଅହଂ ତ୍ବାଂତ୍ଵାଂ ସର୍ବ ପାପେଭ୍ୟୋ ମୋକ୍ଷୟିଷ୍ୟାମି ମା ଶୁଚଃ </br>
ଯତ୍ର ଯୋଗେଶ୍ବରଃଯୋଗେଶ୍ଵରଃ କୃଷ୍ଣୋ ଯତ୍ର ପାର୍ଥୋ ଧନୁର୍ଧରଃ</br>
ତତ୍ର ଶୀର୍ବିଜୟୋ ଭୂତିର୍ଧୃବା ନୀତିର୍ମତିର୍ମମ ୤’’
 
==ଆଧାର==
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
{{ଆଧାର}}
 
{{Krishna}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖାପ୍ରସଙ୍ଗ-->
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]