"ସମ୍ବଲପୁରୀ ନାଚ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଓଡ଼ିଶାର ପାରମ୍ପାରିକା ଲୋକନୃତ୍ୟ
Content deleted Content added
"ସମ୍ବଲପୁରୀ ନାଚ ମୁଖ୍ୟତ ଓଡ଼ିଶାର ପଶ୍ଚିମାଞ୍ଚଳର..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
(କିଛି ବଦଳିନାହିଁ)

୨୦:୪୫, ୧୦ ମଇ ୨୦୧୨ ଅନୁସାରେ କରାଯାଇଥିବା ବଦଳ

ସମ୍ବଲପୁରୀ ନାଚ ମୁଖ୍ୟତ ଓଡ଼ିଶାର ପଶ୍ଚିମାଞ୍ଚଳରେ ଆଦୃତ ଏକ ଲୋକ ନୃତ୍ୟ । ସେହି ଅଞ୍ଚଳରେ ବାସ କରୁଥିବା ଆଦିବାସୀ ତଥା ଅନ୍ୟ ସମ୍ପ୍ରଦାୟର ଲୋକମାନେ ପୂଜା ପାର୍ବଣ ଓ ଅନ୍ୟ ମେଳା ମଉଛବରେ ଏହି ନାଚ କରିଥାନ୍ତି । ବିଶେଷ ଭାବେ ଏହି ନାଚ ଶୈଳୀରେ ଦେହ ଓ ମୁଖର ବିଭିନ୍ନ ଭଙ୍ଗୀ ଉପରେ ଗୁରୁତ୍ୱ ଦିଆ ହୋଇଥାଏ । ଜଙ୍ଗଲରେ ବସବାସ କରୁଥିବା ଆଦିବାସୀ ମାନେ ସାଧାରଣତ ଜହ୍ନରାତିରେ ମୁକ୍ତଭାବେ ଏହା ପ୍ରଦର୍ଶନ କରିଥାନ୍ତି । [୧]

ଆଧାର