"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ବାହାର ଚନ୍ଦନଯାତ୍ରା: ପରେ ସଜାଇବି
ଟିକେ ସଜାଣି
୧ କ ଧାଡ଼ି:
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
 
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ ଜଗନ୍ନାଥଙ୍କର[[ଜଗନ୍ନାଥ]]ଙ୍କର ଗ୍ରୀଷ୍ମ ପର୍ବ।ପର୍ବ ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨(ସ୍ନାନପୂର୍ଣ୍ଣିମାର ଦିନପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤ହୋଇଥାଏ୤
 
== ମାସ/ତିଥି ==
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ୪୨ ଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ୤
 
[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤
 
===ବାହାର ଚନ୍ଦନଯାତ୍ରା===
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ବାରଦ୍ଵାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ୤
ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ୤ ସବୁଟୁସବୁଠୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି ଲକ୍ଷ୍ମୀ, ସରସ୍ବତୀ ଓ [[ମଦନ ମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ-->୤ ବିମାନ ପଛ ପାଲିଙ୍କିଟିରେ [[ବଳରାମ]][[କୃଷ୍ଣ ]] ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ [[ମହାଦେବ]] ବିଜେଶ୍ରୀଲୋକନାଥ, କରିଥାନ୍ତ୍ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଓ ଶ୍ରୀକପାଳମୋଚନ ବିଜେ କରିଥାନ୍ତି୤
<!-- ବୈଶାଖ ଶୁକ୍ଳ ତୃତୀୟାରେ ଆରମ୍ଭ ହେଉଥିବା ଚନ୍ଦନ ଯାତ୍ରା ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ ) ପର୍ଯ୍ୟନ୍ତ ଚାଲିଥାଏ ୤
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ୤ ସେଥିସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ୤
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ ୤ ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ବାରାଦ୍ଵାରା ସୁଶୋଭିତ କରାଯାଇଥାଏ ୤ ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ [[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ଵତୀ-->, [[ବଳରାମ]][[କୃଷ୍ଣ]] ଉପବେଶନ କରନ୍ତି ୤ ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ ୤ ପ୍ରତିମାମାନଙ୍କ ସହ ଚାପଦ୍ବୟରେଚାପଦ୍ଵୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି ୤ ଚାପ ଦ୍ବୟଦ୍ଵୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ୤
ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ବାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ଵତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ୤
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି ୤ ସବୁଟୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି ଲକ୍ଷ୍ମୀ, ସରସ୍ବତୀ ଓ ମଦନ ମୋହନ ୤ ବିମାନ ପଛ ପାଲିଙ୍କିଟିରେ ବଳରାମ ଓ କୃଷ୍ଣ ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ ମହାଦେବ ବିଜେ କରିଥାନ୍ତ୍ ୤
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ୤ ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ ୤ ପାଣିରେ ଅବଗାହନ ପରେ ବେଶ କରାଯାଏ ଦେବ ଦେବୀ ମାନଙ୍କୁ ୤ ୨୧ ଦିନରେ ୨୦ ପ୍ରକାର ବେଶର ପରମ୍ପରା ରହିଛି (୧୯ଶ ଦିନ ବେଶ କରାଯାଏ ନାହିଁ) ୤ <ref> ସୂର୍ଯ୍ୟପ୍ରଭା, ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref><!--କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ ୤ ସେଥି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ୤
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ ୤ ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣି ଦ୍ବାରା ସୁଶୋଭିତ କରାଯାଇଥାଏ ୤ ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଲକ୍ଷ୍ମୀ, ସରସ୍ଵତୀ, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି ୤ ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ ୤ ପ୍ରତିମାମାନଙ୍କ ସହ ଚାପଦ୍ବୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି ସେବକ ରହିଥାଆନ୍ତି ୤ ଚାପ ଦ୍ବୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ୤
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ୤ ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ ୤ ପାଣିରେ ଅବଗାହନ ପରେ ବେଶ କରାଯାଏ ଦେବ ଦେବୀ ମାନଙ୍କୁ ୤ ୨୧ ଦିନରେ ୨୦ ପ୍ରକାର ବେଶର ପରମ୍ପରା ରହିଛି (୧୯ଶ ଦିନ ବେଶ କରାଯାଏ ନାହିଁ) ୤
<ref>ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
କ୍ରମାନୁଯାୟୀ ବେଶଗୁଡ଼ିକ ହେଲା:
# ନଟବର ବେଶ
# ହରିଜନ୍ମ ବେଶ
Line ୪୦ ⟶ ୩୨:
# ଗିରିପୂଜା ବେଶ
# ଗଜ ଉଦ୍ଧାରଣ ବେଶ
# କୁଞ୍ଜଦୋଳି ବେଶ-->
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ ୤ ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ ୤ ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି ୤ ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ ୤ ରାତ୍ରୀ ଚାପରେ କେବଳ ଗୋଟିଏ ଘେରା ବୁଲାଯାଏ ୤ ଯାତ୍ରାର ଅନ୍ତିମ ଦିନ (୨୧ତମ ଦିନ) ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ୤
 
ବେଶ ପରେ ରାତ୍ର ଚାପ ରୀତି ସମ୍ପନ୍ନ କରାଯାଏ ୤ ରାତ୍ରୀ ଚାପରେ ଦୁଇ ଚାପ ସହ ଗୋଟିଏ ବଜନ୍ତ୍ରୀ ନୌକା ଏହି ବିହରଣରେ ବ୍ୟବହୃତ ହୋଇଥାଏ ୤ ବଜନ୍ତ୍ରୀ ନୌକାରେ ଜଣେ ଘଣ୍ଟୁଆ, ଜଣେ କାହାଳିଆ, ଜଣେ ତେଲିଙ୍ଗି ବାଜା ବାଦକ ରହିଥାନ୍ତି ୤ ସେମାନଙ୍କ ସହ ଜଣେ ସେବାୟତ ପୋଲାଙ୍ଗ ତେଲର ଦିହୁଡ଼ୀ ଧରିଥାଏ ୤ ରାତ୍ରୀ ଚାପରେ କେବଳ ଗୋଟିଏ ଘେରା ବୁଲାଯାଏ ୤ ଯାତ୍ରାର ଅନ୍ତିମ ଦିନ (୨୧ତମ ଦିନ) ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ୤
===ଚନ୍ଦନ ବେଶ===
 
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ବାର ବନ୍ଦ କରି ଦିଆଯାଏ ୤ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି ୤ କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ୤ ପୁଷ୍ପାଳକ ସେବକ ମାନେ ଏହା ଲାଗି କରନ୍ତି ୤
<!--ବାହାର ଚନ୍ଦନ ଯାତ୍ରା ସମୟରେ ଶ୍ରୀଜୀଉଙ୍କର ଚଳନ୍ତିପ୍ରତିମା [[ମଦନମୋହନ]]ଙ୍କୁ ସୁସଜ୍ଜିତ ବୋଇତରେ ଚନ୍ଦନ ପୋଖରୀରେ ନୌକାବିହାର କରାଯାଏ । ଏହାକୁ ଚନ୍ଦନ ଚାପ ବୋଲି କହିଥାନ୍ତି । -->ସଙ୍ଗୀତ ଓ ନୃତ୍ୟସହିତ ଏହି ଯାତ୍ରା ଅତି ମନୋରମ ହୋଇଥାଏ । ଏହି ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ପାଳନ କରାଯାଏ।
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ୤
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗ୍ଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ୤
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ୤ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ୤ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ୤-->
 
====ଭଉଁରୀ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ ୤ ପରମ୍ପରା ଅନୁଯାୟୀ [[ମଦନମୋହନ]], ରାମକୃଷ୍ଣ[[ବଳରାମ]], ଭୂଦେବୀ[[କୃଷ୍ଣ]], ଶ୍ରୀଦେବୀ<!--ଲକ୍ଷ୍ମୀ-->ଶ୍ରୀଦେବୀଙ୍କଭୂଦେବୀ<!--ସରସ୍ଵତୀ-->ଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ଵର, ଶ୍ରୀନୀଳକଣ୍ଠେଶ୍ଵର, ଶ୍ରୀଜମ୍ବେଶ୍ଵର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ ୤ ଠାକୁରମାନେ ନରେନ୍ଦ୍ର ପୁଷ୍କରିଣୀରେ ୨୧ଘେରା ଚାପ ଖେଳିବା ପରେ [[ଶ୍ରୀମନ୍ଦିର]]କୁ ବାହୁଡ଼ାବିଜେ କରିଥାନ୍ତି ୤ <!--ଯାତ୍ରାର ଅନ୍ତିମ ଦିନ (୨୧ତମ ଦିନ) ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ ୤-->
 
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି ୤ ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ[[ଜଗନ୍ନାଥଙ୍କ ସେବକ|ସେବକ]]ମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ୤
 
ଭଉଁରୀଯାତ୍ରା ପରଦିନ ଶ୍ରୀଜୀଉମାନଙ୍କର ହଳଦୀପାଣି ନୀତି ଅନୁଷ୍ଠିତ ହୋଇଥାଏ ୤ ଏଥିରେ ଆଜ୍ଞାମାଳ ପାଇବାପରେ ବିମାନ ବିଜେକରି ଠାକୁରମାନେ ନରେନ୍ଦ୍ରପୁଷ୍କରିଣୀରେ ପହଞ୍ଚିବାପରେ କେବଳ [[ମଦନମୋହନ]], ଶ୍ରୀଦେବୀ ଓ ଭୂଦେବୀ ଚାପଡଙ୍ଗାକୁ ବିଜେକରି ହଳଦୀପାଣୀ ପିଚକାରୀ ଖେଳିଥାନ୍ତି୤
 
===ଭିତର ଚନ୍ଦନଯାତ୍ରା===
ଏଥିରେ ଶ୍ରୀ[[ମଦନମୋହନ]], ଭୂଦେବୀଶ୍ରୀଦେବୀ<!--ଲକ୍ଷ୍ମୀ-->ଶ୍ରୀଦେବୀଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤
 
<!--ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା କରାଯାଇଥାଏ ୤ -->
===ଚନ୍ଦନ ବେଶ===
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ବାରଦ୍ଵାର ବନ୍ଦ କରି ଦିଆଯାଏ ୤ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି ୤ କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ୤ ପୁଷ୍ପାଳକ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଏହା ଲାଗି କରନ୍ତି ୤
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ୤
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗ୍ଡ଼ିକଗୁଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ୤
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ୤ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ୤ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ୤-->
 
==ଚନ୍ଦନପ୍ରିୟ ଜଗନ୍ନାଥ==
[[ଶ୍ରୀମନ୍ଦିର]] ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ୤ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ୤ ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ୤ ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ୤ ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ୤