"ମାଟିର ମଣିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

୨,୦୧୩ ବାଇଟଗୁଡିକ ଯୋଡାଗଲା ,  ୮ ବର୍ଷ ପୂର୍ବେ
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ (r2.7.1) (Robot: Adding en:Matira Manisha)
[[ମୃଣାଳ ସେନ]]ଙ୍କ ନିର୍ଦ୍ଦେଶନାରେ ନିର୍ମିତ, ଛାୟାବାଣୀ ପ୍ରତିଷ୍ଠାନର [[ଓଡ଼ିଆ ଭାଷା|ଓଡ଼ିଆ]]ଚଳଚ୍ଚିତ୍ର '''ମାଟିର ମଣିଷ''' <ref>{{imdb title|0060679}}</ref> - ''୧୯୬୬'' ମସିହାରେମୁକ୍ତିଲାଭ କରିଥିଲା ।
 
==ସଂକ୍ଷିପ୍ତ କାହାଣୀ==
ଶ୍ୟାମ ପ୍ରଧାନଙ୍କର ଦୁଇ ପୁଅ ବରଜୁ ପ୍ରଧାନ (ଶରତ ପୂଜାରୀ) ଓ ଛକଡ଼ି ପ୍ରଧାନ (ପ୍ରଶାନ୍ତ ନନ୍ଦ) । ବରଜୁ ବିବାହିତ, ୩ଟି ସନ୍ତାନର ପିତା, ଦାୟିତ୍ୱବାନ, କିନ୍ତୁ ଛକଡ଼ି ଫୁଲାଫାଙ୍କିଆ । ଛକଡ଼ିକୁ ବାଟକୁ ଆଣିବା ପାଇଁ ଶ୍ୟାମ ପ୍ରଧାନ, ନେତ୍ରମଣି (ସୁଜାତା ଆନନ୍ଦ) ସହିତ ବିବାହ କରେଇ ଦିଅନ୍ତି । କିନ୍ତୁ ଦୁଇ ଜାଆଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦୁଇ ଭାଇଙ୍କ ମଧ୍ୟରେ ଭୁଲ୍ ବୁଝାମଣା ସୃଷ୍ଟି କରେ । ସାହୁକାର ହରି ମିଶ୍ର (ଦୁଃଖୀରାମ ସ୍ୱାଇଁ) ମଧ୍ୟ ଛକଡ଼ିକୁ ଭାଇଠାରୁ ଅଲଗା ହେବା ପାଇଁ ଉସୁକାଏ, ଯା ଫଳରେ ସେ ଅଧିକ ଲାଭବାନ ହୋଇ ପାରିବ । ବରଜୁ ଛକଡ଼ିକୁ ବୁଝେଇବାକୁ ଯାଇ ଗୋଟେ ଚାପୁଡ଼ା ମାରେ । ଛକଡ଼ି ଏ କଥାକୁ ଆଧାର କରି, ହରି ମିଶ୍ରର ସାହାଯ୍ୟ ନେଇ ପୁଲିସ୍ ଡାକେ ଓ ଭିନ୍ନେ ହେବା ପାଇଁ ଦାବି କରେ । ବରଜୁ, ଛକଡ଼ିକୁ ସବୁ ସମ୍ପତିର ମାଲିକାନା ଦେଇ ନିଜ ସ୍ତ୍ରୀ ପିଲାଙ୍କୁ ନେଇ ଗାଁଆ ଛାଡ଼ି ଚାଲି ଯିବାର ଦୃଢ଼ ନିଷ୍ପତି ନିଏ । ଶେଷରେ ଛକଡ଼ି ଓ ନେତ୍ରମଣି ନିଜର ଭୁଲ୍ ବୁଝି ପାରନ୍ତି ଓ ବରଜୁକୁ ଫେରାଇ ଆଣନ୍ତି ।
 
== ଅଭିନୟରେ==
 
୧୫୪

ଗୋଟି ସମ୍ପାଦନା