"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ଭିତର ଚନ୍ଦନଯାତ୍ରା
ଟିକେ (ସଜାଣି)
ଟିକେ (ଭିତର ଚନ୍ଦନଯାତ୍ରା)
 
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ [[ଜଗନ୍ନାଥ]]ଙ୍କର ଗ୍ରୀଷ୍ମ ପର୍ବ ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର[[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ୤
 
[[ଅକ୍ଷୟ ତୃତୀୟା]] ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ୤
 
==ଭିତର ଚନ୍ଦନଯାତ୍ରା==
ବାହର ଚନ୍ଦନ ଯାତ୍ରା ପରେ ମନ୍ଦିର ଭିତରେ ୨୧ଦିନ ବ୍ୟାପି ଭିତର ଚନ୍ଦନ ଅବସରରେ ବାହର ଚନ୍ଦନ ଯାତ୍ରା ଭଳି ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ସମ୍ପନ୍ନ ହୋଇଥାଏ ।
ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ୤ ଏଥିରେ ଶ୍ରୀ[[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤
 
===ଚନ୍ଦନପ୍ରିୟ ଜଗନ୍ନାଥ===
[[ଶ୍ରୀମନ୍ଦିର]] ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ୤ଘୋରାଯାଇଥାଏ୤ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ୤ ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ୤ଘୋରିଥାନ୍ତି୤ ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ୤ ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ୤
 
<!--ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା କରାଯାଇଥାଏ ୤ -->
==ଚନ୍ଦନ ବେଶ==
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ଵାର ବନ୍ଦ କରି ଦିଆଯାଏ ୤ ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି ୤ କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ ୤ ପୁଷ୍ପାଳକ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଏହା ଲାଗି କରନ୍ତି ୤
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗୁଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ୤
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ ୤ ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ ୤ ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ୤
 
==ଚନ୍ଦନପ୍ରିୟ ଜଗନ୍ନାଥ==
[[ଶ୍ରୀମନ୍ଦିର]] ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି | ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ ୤ ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି ୤ ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି ୤ ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି୤ ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ ୤ ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ୤
 
==ଆଧାର==
୨୪,୭୯୭

ଗୋଟି ସମ୍ପାଦନା