"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଭିତର ଚନ୍ଦନଯାତ୍ରା
ଟିକେ ଆଧାର
୪୬ କ ଧାଡ଼ି:
 
==ଭିତର ଚନ୍ଦନଯାତ୍ରା==
ବାହର ଚନ୍ଦନ ଯାତ୍ରା ପରେ ମନ୍ଦିର ଭିତରେ ୨୧ଦିନ ବ୍ୟାପି ଭିତର ଚନ୍ଦନ ଅବସରରେ ବାହର ଚନ୍ଦନ ଯାତ୍ରା ଭଳି ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ସମ୍ପନ୍ନ ହୋଇଥାଏ । <ref>{{cite web |url= http://www.puritrip.com/jagannath-festival.php |title=Puri Yatra |work=puritrip.com |year=2012 |quote=the second period of 21 days known as ‘ bhitara chandan |accessdate=16 May 2012}}</ref>ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ୤ ଏଥିରେ ଶ୍ରୀ[[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤
ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ୤ ଏଥିରେ ଶ୍ରୀ[[ମଦନମୋହନ]], ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ଵତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ୤
 
===ଚନ୍ଦନପ୍ରିୟ ଜଗନ୍ନାଥ===