"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଆଧାର
ଟିକେ ଛବି
୧ କ ଧାଡ଼ି:
{{About|ଚନ୍ଦନ ଯାତ୍ରା||ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ}}
[[File:Narendra Pokhari One of the significant Ancient Pond of Holly city Puri..jpg|thumb|ନରେନ୍ଦ୍ର ପୁଷ୍କରଣୀ, [[ପୁରୀ]]]]
 
ଚନ୍ଦନଯାତ୍ରା ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ ୤ ଏହା ମହାପ୍ରଭୁ [[ଜଗନ୍ନାଥ]]ଙ୍କର ଗ୍ରୀଷ୍ମ ପର୍ବ ।
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ([[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ୤