"ବିଶ୍ୱନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୭ କ ଧାଡ଼ି:
 
==ରାଜନୀତି==
ବିଶ୍ବନାଥ ଦାସ [[ମାଡ୍ରାସ]] କାଉନ୍ସିଲକୁ ତିନିଥର (୧୯୨୦ -୧୯୨୯) ନିର୍ବାଚିତ ହୋଇଥିଲେ । ପରେ ସେ ସ୍ବାଧିନତା ସଙ୍ଗ୍ରାମରେ ଭାଗ ନେବାପାଇଁ କାଉନ୍ସିଲରୁ ଇସ୍ତଫା ଦେଇଥିଲେ ଓ ବାରମ୍ବାର ଜେଲ ଯାଇଥିଲେ । ସ୍ବତନ୍ତ୍ର [[ଓଡିଶା]] ପ୍ରଦେଶ ଗଠନରେ ତାଙ୍କର ପ୍ରଚେଷ୍ଟା ପ୍ରଣିଧାନ ଯୋଗ୍ୟ । ୧୯୩୬ ମସିହାରେ ସ୍ବତନ୍ତ୍ର [[ଓଡିଶା]] ପ୍ରଦେଶ ଗଠନ ହେଲାପରେ ସେ ୧୯୩୭ ମଶିହାରେମସିହାରେ [[ଓଡିଶା]]ର ପ୍ରଥମ [[ପ୍ରଧାନ ମନ୍ତ୍ରୀପ୍ରଧାନମନ୍ତ୍ରୀ]] ହୋଇଥିଲେ । ପରେ ସେ ଦ୍ଵିତୀୟ ବିଶ୍ଵଯୁଦ୍ଧ ହେବାରୁ ୧୯୪୨ ମସିହାରେ ଇସ୍ତଫା ଦେଇଥିଲେ । ସେ ୧୯୪୭ ରୁ ୧୯୫୨ ପର୍ଯ୍ୟନ୍ତ [[ଭାରତୀୟ]] ସମ୍ବିଧାନ ସଭାର ସଦସ୍ୟ ଥିଲେ । ସେ ଅନେକ ଥର [[ଓଡିଶା]] ପ୍ରଦେଶ [[କଂଗ୍ରେସ]] କମିଟିର ସଭାପତି ଥିଲେ । ପରେ ୧୯୭୧-୧୯୭୨ ରେ ସେ [[ଓଡିଶା]]ର [[ମୁଖ୍ୟମନ୍ତ୍ରୀ]] ହୋଇଥିଲେ ।
 
==ଶେଷ ଜୀବନ==