"ଗଣିତ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ r2.5.4) (Robot: Adding simple:Mathematics |
ଟିକେ r2.7.3) (Robot: Adding gn:Papapykuaa; cosmetic changes |
||
୧ କ ଧାଡ଼ି:
[[
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ ।
ଗଣିତଜ୍ଞ ମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞ ମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ ।
ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଅପସାରଣ ଓ ତର୍କ ଦ୍ୱାରା ଗଣିତ ଗଣନ, ହିସାବ, ମାପ ଓ ଭୌତିକ ବସ୍ତୁର ଆକୃତି ଓ ଗତି ବିଷୟରେ ତଥ୍ୟ ପ୍ରଦାନ କରେ । ଅତି ପୁରାତନ କାଳରୁ ଗଣିତର ଉତ୍ପତ୍ତି ହୋଇସାରିଥିଲା । ଗ୍ରୀକ୍ ଗଣିତରେ ପ୍ରଥମେ କଠିନ ଯୁକ୍ତି ହୋଇଥିବାର ଜଣାଯାଏ, ଉଲ୍ଲେଖନୀୟ ଭାବେ ୟୁକ୍ଲିଡ୍ଙ୍କର ଏଲିମେଣ୍ଟ୍ସ୍ରେ (Elements) । ପ୍ରଥମରୁ ଅପେକ୍ଷାକୃତ ଧିର ଗତିରେ ଉନ୍ନତି କରୁଥିବା ଗଣିତ, ରେନେସାଁ ଯୁଗରେ ବିଜ୍ଞାନର ଅନ୍ୟାନ୍ୟ ଆବିଷ୍କାର ସହିତ ମିଶି ବେଗବାନ ହେଲା, ଯାହା ଏବେ ପର୍ଯ୍ୟନ୍ତ ଅବ୍ୟାହତ ଅଛି ।
[[
୫୩ କ ଧାଡ଼ି:
:
{| style="border:1px solid #999;text-align:center" cellspacing="30"
| [[
| [[
| [[
| [[
| [[
|-
| ସଂଖ୍ୟା ତତ୍ତ୍ୱ
୭୧ କ ଧାଡ଼ି:
:
{| style="border:1px solid #999;text-align:center" cellspacing="20"
| [[
| [[
| [[
| [[
| [[
|-
| ସଜାଣି
୮୭ କ ଧାଡ଼ି:
::
{| style="border:1px solid #999;text-align:center" cellspacing="40"
| [[
| [[
| [[
|-
| ପଥରି
୯୬ କ ଧାଡ଼ି:
|-
|
| [[
| [[
| [[
|-
|
୧୩୨ କ ଧାଡ଼ି:
{{commonscat}}
[[
{{Link FA|ia}}
୨୦୧ କ ଧାଡ଼ି:
[[gd:Matamataig]]
[[gl:Matemáticas]]
[[gn:Papapykuaa]]
[[gu:ગણિત]]
[[gv:Maddaght]]
|