"କନ୍ୟାକୁମାରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୩ କ ଧାଡ଼ି:
[[File:Vivekananda Rock & Valluvar Statue at Sunrise.JPG|thumb|ସୂର୍ଯ୍ୟୋଦୟ ସମୟର ଦୂଶ୍ୟ]]
==ପର୍ଯ୍ୟଟନସ୍ଥଳୀ ==
*'''କନ୍ୟାକୁମାରୀ ମନ୍ଦିର ''': ସମୁଦ୍ରକୂଳରେ ଥିବା କୁମାରୀ ଅମାନ୍ ମନ୍ଦିର ହେଉଛି କନ୍ୟାକୁମାରୀର ସବୁଠାରୁ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ l ଏଠାରେ ପୂଜାପାଇଥାନ୍ତି କନ୍ୟାକୁମାରୀ ଦେବୀ l
 
*'''ଥିରୁଭାଲୁଭାର୍ ଷ୍ଟାଚ୍ୟୁ ''': କନ୍ୟାକୁମାରୀର ଅନ୍ୟତମ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ହେଉଛି ଥିରୁଭାଲୁଭାର୍ ଷ୍ଟାଚ୍ୟୁ l ଉକ୍ତ ଷ୍ଟାଚ୍ୟୁର ଉଚତା ହେଉଚି ୧୩୩ ଫୁଟ ଏବଂ ଓଜନ ପ୍ରାୟ ୭୦୦୦ ଟନରୁ ଅଧିକ ହେବ l କୁହାଯାଏ ଏହାକୁ ନିର୍ମାଣ ପାଇଁ ୫୦୦ରୁ ଅଧିକ ଶ୍ରମିକ ଲାଗିଥିଲେ l ସମୁଦ୍ରର ନିଳରାଶି ଭିତରେ ଥିବା ଏହି ଷ୍ଟାଚ୍ୟୁର ସୌନ୍ଦର୍ଯ୍ୟ ବେଶ ମନଲୋଭା l
 
*'''ପଦ୍ମନାଭପୁରମ୍ ପ୍ରାସାଦ ''': ବିଶ୍ବରେଥିବା ଦଶଟି ପ୍ରମୂଖ ପ୍ରାସାଦ ମଧ୍ୟରୁ ପଦ୍ମନାଭପୁରମ୍ ପ୍ରାସାଦ ହେଉଛି ଅନ୍ୟତମ l ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଏହି ପ୍ରାସାଦଟିର ନିର୍ମାଣ ସମ୍ପୂର୍ଣ୍ଣଭାବେ କାଠରେ ହୋଇଛି l
 
*ଏହାଛଡା କନ୍ୟାକୁମାରୀର ଥିରୁପାରାସ୍ପୁ, କୋଟାଲାମ୍ ଆଦି ଜଳପ୍ରପାଦ,ସୂବ୍ରମଣ୍ୟମ ମନ୍ଦିର,ଭାଟ୍ଟାକୋଟାଇ ଦୂର୍ଗ ବେଶ ଆକର୍ଷଣୀୟ l