"କେନ୍ଦୁଝର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୫୮ କ ଧାଡ଼ି:
}}
 
'''କେନ୍ଦୁଝର''' [[ଭାରତଓଡ଼ିଶା]]ର [[ଓଡ଼ିଶା]]ରେ ଥିବା [[କେନ୍ଦୁଝର ଜିଲ୍ଲା]]ର ମୁଖ୍ୟ ସଦର ମହକୁମା ଓ ଏକ ମୁଖ୍ୟ ସହର ।
ଏହି ସହର ଓଡିଶାର ରାଜଧାନୀ [[ଭୁବନେଶ୍ଵର]]ଠାରୁ ୨୪୦ କିଲୋମିଟର ଦୂରରେ ଅବସ୍ଥିତ । କେନ୍ଦୁଝର ସହର ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ । କେନ୍ଦୁଝରରେ ବଳଦେବଜୀଉ ମନ୍ଦିର, ରାଜଉଆସ, ସାନଘାଗରା ଜଳପ୍ରପାତ, ବଡଘାଗରା ଜଳପ୍ରପାତ, ସିଦ୍ଧମଠ ଆଦି ଦର୍ଶନୀୟ ସ୍ଥାନ ସବୁ ଅଛି । ଏହି ସହର [[ବିପ୍ଳବୀ ଧରଣୀଧର ଭୂୟାଁ]] ଏବଂ ତାଙ୍କର ପ୍ରଖ୍ୟାତ ପ୍ରଜାମେଳିର ମୁକସାକ୍ଷୀ ହୋଇ ଛିଡାହୋଇଛି ।
 
==ଇତିହାସ==
'''କେନ୍ଦୁଝର''' [[ଭାରତ]]ର [[ଓଡ଼ିଶା]]ରେ ଥିବା [[କେନ୍ଦୁଝର ଜିଲ୍ଲା]]ର ମୁଖ୍ୟ ସଦର ମହକୁମା ଓ ଏକ ମୁଖ୍ୟ ସହର ।
ଆରମ୍ଭରୁ କେନ୍ଦୁଝର ସହରହିଁ ଜିଲ୍ଲାର ମୂଖ୍ୟ ପ୍ରଶାସନିକ କେନ୍ଦ୍ର ରହି ଆସିଛି । ୧୨ଶ ଶତାବ୍ଦୀର ମଧ୍ୟଭାଗରେ [[ଖିଚିଂ]]ଠାରୁ ଅଲଗା ହେବାପରଠାରୁ ଭଞ୍ଜବଂଶର ରାଜମାନେ ଏହିଠାରୁହିଁ ରାଜ୍ୟର ଶାସନକାର୍ଯ୍ୟ ଚଳାଇଆସୁଥିଲେ ।
 
 
==ଆଧାର==
{{ଆଧାର}}
"https://or.wikipedia.org/wiki/କେନ୍ଦୁଝର"ରୁ ଅଣାଯାଇଅଛି