"ଭାରତ ସରକାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୧୬ କ ଧାଡ଼ି:
୩. ନ୍ୟାୟପାଳିକା
 
ଭାରତୀୟ ସମ୍ବିଧାନ ନ୍ୟାୟ ପାଳିକାକୁ ପୂର୍ଣ୍ଣ ସ୍ୱତନ୍ତ୍ରତା ଏବଂ ନିଷ୍ପକ୍ଷତା ପ୍ରଦାନ କରିଛି । କେନ୍ଦ୍ର ସ୍ତରରେ ଉଚ୍ଚତମ ନ୍ୟାୟାଳୟ ଓ ରାଜ୍ୟ ସ୍ତରରେ ଉଚ୍ଚ ନ୍ୟାୟାଳୟର ବ୍ୟବସ୍ଥା ରହିଛି । ଉଚ୍ଚତମ ଓ ଉଚ୍ଚ ନ୍ୟାୟାଳୟର ବିଚାର ପତିମାନଙ୍କୁ ରାଷ୍ଟ୍ରପତି ନିଯୁକ୍ତ କରିଥାନ୍ତି ।
 
==ସ୍ଥାପନା==