"ତାଜମହଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ନିର୍ମାତା: ଲିଂକ
ଟିକେ →‎ନିର୍ମାତା: ଲିଂକ
୩୬ କ ଧାଡ଼ି:
 
==ନିର୍ମାତା==
ଏହାର ନିର୍ମାତା ଆଡ଼ମ୍ବରପ୍ରିୟ ମୋଗଲ ସମ୍ରାଟ [[ସାହାଜାହାନ|ଶାହଜାହାନ|ସାହାଜାହାନ]]। ସେ ନିଜ ତୃତୀୟ ପତ୍ନୀ ମମତାଜଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହାକୁ ନିର୍ମାଣ କରିଥିଲେ। ଏହା ମୁସଲିମ କଳାର ଶିରୋମଣି ଭାବେ ଭାରତରେ ପରିଗଣିତ ହୋଇଥାଏ ତଥା ବିଶ୍ୱ ଐତିହ୍ୟର ଏକ ପ୍ରମୁଖ ନମୁନା ବୋଲି ମଧ୍ୟ ଏହା ପ୍ରଖ୍ୟାତ।
 
ତାଙ୍କ ବିଳାସ ପ୍ରିୟତାର ଅନ୍ୟ ଏକ ନିଦର୍ଶନ ହେଉଛି ମୟୁର ସିଂହାସନ। ‘‘ପର୍ସିଆନ’’ନାମକ ଗ୍ରନ୍ଥରେ ତାଙ୍କ ନିତିଦିନିଆ ଜୀବନର ଯେଉଁ ବିବରଣୀ ଦେଖିବାକୁ ମିଳେ, ତହିଁରେ ତାଙ୍କ ସୁଶାସନ, କର୍ମନିଷ୍ଠା ଓ ପ୍ରଜାବତ୍ସଳତାର ପ୍ରମାଣ ମିଳିଥାଏ।
"https://or.wikipedia.org/wiki/ତାଜମହଲ"ରୁ ଅଣାଯାଇଅଛି