"ହୋଲି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Adding da:Holi
ଟିକେ r2.7.3) (Robot: Adding as:ফাকুৱা; cosmetic changes
୩୦ କ ଧାଡ଼ି:
ଏହା ସାରା [[ଭାରତ]]ର ଅତି ଲୋକପ୍ରିୟ ପର୍ବ ଭିତରୁ ଅନ୍ୟତମ। ବସନ୍ତ ଋତୁର ଏଇ ଖେଳକୁ ଭାଷା, ବର୍ଣ୍ଣ, ଲିଙ୍ଗ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସମସ୍ତେ ଉପଭୋଗ କରିଥାନ୍ତି । ଏଇ ପର୍ବରେ ଲୋକମାନେ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଘରକୁ ଘର ବୁଲିଥାନ୍ତି । ଫଗୁ ପୁନେଇଁଦିନ ସବୁ ବିମାନଙ୍କୁ ଦୋଳ ମଣ୍ଡପରେ ବସାଇ ପାଞ୍ଚଦିନ ବ୍ୟାପି ପୂଜାର୍ଚନା କରାଯାଏ। ଏଇ ପାଞ୍ଚଦିନ କାଳ ନାନାଦି ମନୋରଞ୍ଜନ ମୂଳକ କାର୍ଯ୍ୟକ୍ରମ ଯଥା ବାଦିପାଲା, ଯାତ୍ରା ଆଦି ଲାଗିରହେ । ପୁନେଇଦିନ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନମାନଙ୍କର ମନୋରମ ଶୋଭାଯାତ୍ରାକୁ ମେଲଣ କୁହାଯାଏ । ଏହାର ପରଦିନ ରଙ୍ଗଖେଳ ହୋଇଥାଏ । ଏଇ ଖେଳ ଏତେ ଲୋକପ୍ରିୟ ଯେ ବିଦେଶରୁ ଆସିଥିବା ପର୍ଯ୍ୟଟକମାନେ ମଧ୍ୟ ଏହାର ଆନନ୍ଦ ନେଇଥାନ୍ତି ।
 
== ଆହୁରି ଦେଖନ୍ତୁ ==
* [[ଓଡ଼ିଶାର ପର୍ବ ପର୍ବାଣୀ]]
* [[ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ]]
== ଆଧାର ==
{{ଆଧାର}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଓଡ଼ିଆ ଚଳଣି]]
[[ଶ୍ରେଣୀ:ଓଡ଼ିଶାର ପର୍ବ ପର୍ବାଣୀ]]
[[ଶ୍ରେଣୀ:ଭାରତର ପର୍ବ ପର୍ବାଣୀ]]
[[ଶ୍ରେଣୀ:ହିନ୍ଦୁ ପର୍ବ]]
 
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
{{Link FA|hi}}
 
[[ar:مهرجان الألوان]]
[[as:ফাকুৱা]]
[[bh:होली]]
[[bn:দোলযাত্রা]]
"https://or.wikipedia.org/wiki/ହୋଲି"ରୁ ଅଣାଯାଇଅଛି