"ସୁନାବେଶ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ ଛାଞ୍ଚ
୪ କ ଧାଡ଼ି:
ଏଥିମଧ୍ୟରୁ [[ଶ୍ରୀମନ୍ଦିର]]ସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣମୀ, କୁମାର ପୂର୍ଣ୍ଣମୀ, ଦୋଳ ପୂର୍ଣ୍ଣମୀ ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ଵାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ୤
 
ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ ୤ ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି |
 
ଭିତିରଚ୍ଛ ମହାପାତ୍ର ମହାପ୍ରଭୁ [[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀ[[ବଳଭଦ୍ର]]ଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ [[ସୁଭଦ୍ରା]]ଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ଵଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି
୬୫ କ ଧାଡ଼ି:
 
==ଆଧାର==
{{ଜଗନ୍ନାଥ}}
 
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ପର୍ବ]]
"https://or.wikipedia.org/wiki/ସୁନାବେଶ"ରୁ ଅଣାଯାଇଅଛି