"ପାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୯୧ କ ଧାଡ଼ି:
==ପାନର ଉପଯୋଗ==
=== ଔଷଧୀୟ ===
ପାନରସରେ ବହୁ ପରିମାଣରେ ଅମ୍ଳ, ଧତବ ଲବଣ, ଜୀବନିକା ରହିଥାଏ। ଆୟୁର୍ବେଦ ଚିକିତ୍ସାରେ ପାନରସର ବ୍ୟବହାର ଅତି ବ୍ୟାପକ। ପାନରସ ବାତ, ପିତ୍ତ ଓ କଫ ନାଶକ। ପାନ ତେଲ ଶ୍ଳେଷ୍ମା, ଆମାଶୟ, ଅତିସାର, ଯକ୍ଷ୍ମା, ସନ୍ନିପାତ, କଣ୍ଠରୋଗ ଓ ଫୁସଫୁସ ରୋଗର ପ୍ରଶମକ। ପାନ ପତ୍ରକୁ ଚୋବାଇଲେ ମୁଖର ଦୁର୍ଗନ୍ଧ ଦୂର ହୋଇଥାଏ। <ref>[Naveen Pattnaik, ''The Tree of Life'']</ref>ପାନର କେତୋଟି ଔଷଧୀୟ ପ୍ରୟୋଗ ନିମ୍ନରେ ଦିଆଗଲା:
* ସର୍ଦ୍ଦି, ପେଟଟଣା, ବଦହଜମି, ଅତିସାର, ମୂର୍ଚ୍ଛା ଆଦିରେ ପାନରସ ମହୁସହିତ ପ୍ରୟୋଗ କରାଯାଏ।
* ଅଚେତ୍ ହୋଇଥିଲେ ଗାଈଦୁଧ ସହିତ ପ୍ରୟୋଗ କରାଯାଏ।
"https://or.wikipedia.org/wiki/ପାନ"ରୁ ଅଣାଯାଇଅଛି