"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୦ କ ଧାଡ଼ି:
୧୯୩୪ ମସିହା ଅକ୍ଟୋବର୧୯ ତାରିଖ ବିଜୟା ଦଶମୀ ତିଥୀରେ ତାଙ୍କର ଦେହାନ୍ତ ହୋଇଥିଲା । ୤
== କର୍ମମୟ ଜୀବନ ତଥା କୃତ୍ୟ ଓ କୀର୍ତ୍ତି==
୧୮୮୦ ରେ ସେ କୁଆଁପାଳରୁ ମାଇନର ପାସ କରି କଟକ ଆସି ନବପ୍ରତିଷ୍ଠିତ ପ୍ୟାରିମୋହନ ଏକାଡେମୀରେ ନାମ ଲେଖାଇଥିଲେ ।୧୮୮୪ ରେ ମସିହାରେ ସେ ଏଣ୍ଟ୍ରାନ୍ସ ପାସ କଲେ ଏବଂ ୧୮୮୬ ରେ ମଫସଲ ଅଞ୍ଚଳର ବିରୋଳ ଗ୍ରାମ ବିଦ୍ୟାଳୟର ପ୍ର୍ଧାନଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିଲେ ।ମଧୁସୂଦନ ରାଓଙ୍କ ପ୍ରରୋଚନାରେ ଯେଉଁ ଉତ୍କଳ ସାହିତ୍ୟ ପତ୍ରିକା ତାଙ୍କ ସମ୍ପାଦନାରେ ୧୮୯୭ ରେ ପ୍ରକାଶ ପାଇଥିଲା ।ହେଲେ ପତ୍ରିକା ପ୍ରକାଶ ପାଇବାର ତୃତୀୟ ବର୍ଷ ନାନା ଆଡୁ ବହୁତ ଅସୁବିଧା ହେଇଥିଲା ।ଏଥିପାଇଁ ସେ ସ୍ବତନ୍ତ୍ର ପ୍ରେସ ସ୍ଥାପନ ପାଇଁ ଉଦ୍ୟମ କରିଥିଲେ ।ସେ ବହୁତ ଯାଗାରୁ ଧାର ଉଧାର କରି ୧୯୦୦ ମସିହା ଜାନୁଆରୀ ୧୦ ତାରିଖରେ "ଉତ୍କଳ ସାହିତ୍ୟ ପ୍ରେସ"ନାମକ ଏକ ପ୍ରେସ କଟକ ଠାରେ ସ୍ଥାପିତ କରିଥିଲେ।ତା ପୁର୍ବରୁ ସେ ୧୮୯୯ ମସିହା ନଭେମ୍ବର ପହିଲାରୁ ପ୍ରଧାନଶିକ୍ଷକ ପଦ ତ୍ୟାଗ କରିଦେଥିଲେ ।
 
ସେ ଥିଲେ ଜଣେ ସ୍ବାଧୀନତା ସଂଗ୍ରାମୀ ।ଭାରତୀୟ ଜାତୀୟ କଂଗ୍ରେସରେ ସେ ଯୋଗଦାନ କରିଥିଲେ ।ବିହାର ଓ ଓଡିଶା ବ୍ୟବସ୍ଥାପକ ସଭାକୁ ସେ ପ୍ରତିନିଧି ଭାବରେ ଯାଇଥିଲେ ।ସେ ଆଇନ ଅମାନ୍ୟ ଆନ୍ଦୋଳନ ସମୟରେ "ସତ୍ୟ ସମାଚାର" ପତ୍ରିକା ଚଳାଇଥିଲେ ।ସେହି ସମୟରେ ସେ "ପୁରୁଷ ସିଂହ ଗାନ୍ଧୀ" ବୋଲି ଏକ ପ୍ରବନ୍ଧ ଲେଖିଥିଲେ ।ଫଳରେ ବ୍ରିଟିଶ ସରକାର ତାଙ୍କ ଉପରେ କଡା ନଜର ରଖିଥିଲେ ।
==ଟୀକା==
{{ଆଧାର}}