"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ ବନାନ
୧୫ କ ଧାଡ଼ି:
}}
 
ବାଗ୍ମୀ ବିଶ୍ଵନାଥ କର ୧୮୬୪ମସିହା ଡିସେମ୍ବର ୨୪ ତାରିଖ ଦିନ ନେମାଳ ନିକଟସ୍ଥ ମୂଳବସନ୍ତ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।ବିଶ୍ବନାଥ ଙ୍କବିଶ୍ଵନାଥଙ୍କ ପିତାଙ୍କ ନାମ ନାରାୟଣ କର ଓ ମାତାଙ୍କ ନାମ ବୈଦେହୀ ଦେବୀ । ସେ ଏକାଧାରରେ ଜଣେ ସାହିତ୍ୟିକ, ସୁବକ୍ତା, ପ୍ରାବନ୍ଧିକ ଓ ସମାଜ ସଂସ୍କାରକ ଥିଲେ ୤ଥିଲେ୤ ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । [[ଉତ୍କଳ ସମ୍ମିଳନୀରସମ୍ମିଳନୀ]]ର ଅନ୍ୟତମ ବିଶିଷ୍ଟ ସଂଚାଳକ ଓ [[ବିହାର]]-[[ଓଡ଼ିଶା]] ପ୍ରଦେଶର ଜଣେ ଦକ୍ଷ ତଥା ନିର୍ଭିକ ବ୍ୟବସ୍ଥାପକ ଭାବେ ତାଙ୍କର ଥିଲା ଯଥେଷ୍ଟ ଖ୍ୟାତି ଓ ସୁନାମ ।ତତକାଳୀନ। ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ପ୍ରତ୍ୟାଖ୍ୟାନ କରିଥିବାରେ ସେ ହେଉଛନ୍ତି ପ୍ରଥମ ଓଡିଆଓଡ଼ିଆ ବ୍ୟକ୍ତି ।
 
୧୮୯୬ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ୤ 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ଯାବତୀୟ ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।<ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୨୧୨</ref>
୧୯୩୪ ମସିହା ଅକ୍ଟୋବର୧୯ ତାରିଖ ବିଜୟା ଦଶମୀ ତିଥୀରେ ତାଙ୍କର ଦେହାନ୍ତ ହୋଇଥିଲା । ୤
== କର୍ମମୟ ଜୀବନ ତଥା କୃତ୍ୟ ଓ କୀର୍ତ୍ତି==
୧୮୮୦ ରେ ସେ କୁଆଁପାଳରୁ ମାଇନର ପାସ କରି [[କଟକ]] ଆସି ନବପ୍ରତିଷ୍ଠିତ ପ୍ୟାରିମୋହନ ଏକାଡେମୀରେ ନାମ ଲେଖାଇଥିଲେ ।୧୮୮୪। ୧୮୮୪ ରେ ମସିହାରେ ସେ ଏଣ୍ଟ୍ରାନ୍ସ ପାସ କଲେ ଏବଂ ୧୮୮୬ ରେ୧୮୮୬ରେ ମଫସଲ ଅଞ୍ଚଳର ବିରୋଳ ଗ୍ରାମ ବିଦ୍ୟାଳୟର ପ୍ର୍ଧାନଶିକ୍ଷକପ୍ରଧାନଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିଲେ । [[ମଧୁସୂଦନ ରାଓ]]ଙ୍କ ପ୍ରରୋଚନାରେ ଯେଉଁ ଉତ୍କଳ ସାହିତ୍ୟ ପତ୍ରିକା ତାଙ୍କ ସମ୍ପାଦନାରେ ୧୮୯୭ ରେ୧୮୯୭ରେ ପ୍ରକାଶ ପାଇଥିଲା ।ହେଲେ। ହେଲେ ପତ୍ରିକା ପ୍ରକାଶ ପାଇବାର ତୃତୀୟ ବର୍ଷ ନାନା ଆଡୁ ବହୁତ ଅସୁବିଧା ହେଇଥିଲା ।ଏଥିପାଇଁ। ଏଥିପାଇଁ ସେ ସ୍ବତନ୍ତ୍ରସ୍ଵତନ୍ତ୍ର ପ୍ରେସ ସ୍ଥାପନ ପାଇଁ ଉଦ୍ୟମ କରିଥିଲେ ।ସେସେ ବହୁତ ଯାଗାରୁ ଧାର ଉଧାର କରି ୧୯୦୦ ମସିହା ଜାନୁଆରୀ ୧୦ ତାରିଖରେ "ଉତ୍କଳ ସାହିତ୍ୟ ପ୍ରେସ"ନାମକ ଏକ ପ୍ରେସ [[କଟକ ]]ଠାରେ ସ୍ଥାପିତସ୍ଥାପନ କରିଥିଲେ। କରିଥିଲେ।ତାତା ପୁର୍ବରୁ ସେ ୧୮୯୯ ମସିହା ନଭେମ୍ବର ପହିଲାରୁ ପ୍ରଧାନଶିକ୍ଷକ ପଦ ତ୍ୟାଗ କରିଦେଥିଲେକରିଦେଇଥିଲେ
 
ସେ ଥିଲେ ଜଣେ ସ୍ବାଧୀନତାସ୍ଵାଧୀନତା ସଂଗ୍ରାମୀ ।ଭାରତୀୟ। ଭାରତୀୟ ଜାତୀୟ କଂଗ୍ରେସରେ ସେ ଯୋଗଦାନ କରିଥିଲେ । [[ବିହାର]] ଓ [[ଓଡ଼ିଶା]]ବ୍ୟବସ୍ଥାପକ ସଭାକୁ ସେ ପ୍ରତିନିଧି ଭାବରେ ଯାଇଥିଲେ ।ସେ। ସେ ଆଇନ ଅମାନ୍ୟ ଆନ୍ଦୋଳନ ସମୟରେ "ସତ୍ୟ ସମାଚାର" ପତ୍ରିକା ଚଳାଇଥିଲେ ।ସେହି। ସେହି ସମୟରେ ସେ "ପୁରୁଷ ସିଂହ ଗାନ୍ଧୀ" ବୋଲି ଏକ ପ୍ରବନ୍ଧ ଲେଖିଥିଲେ ।ଫଳରେ। ଫଳରେ ବ୍ରିଟିଶ ସରକାର ତାଙ୍କ ଉପରେ କଡା ନଜର ରଖିଥିଲେ ।
==ଟୀକା==
{{ଆଧାର}}