"ରାଜେଶ ଖାନ୍ନା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Aditya Mahar (ଆଲୋଚନା | ଅବଦାନ) No edit summary |
Aditya Mahar (ଆଲୋଚନା | ଅବଦାନ) |
||
୨୦ କ ଧାଡ଼ି:
==ପ୍ରାରମ୍ଭିକ ଜୀବନ==
ଛୋଟବେଳୁ ଅଭିନୟ କରିବାର ତାଙ୍କର ବହୁତ ଆଗ୍ରହ ଥିଲା । ସେ ସ୍କୁଲ ଓ କଲେଜ ସମୟରେ ଡ୍ରାମା ରେ ଅଭିନୟ କରୁଥିଲେ ।୧୯୬୫ ମସିହାରେ ତାଙ୍କର ଭାଗ୍ୟର ଡୋରି ବଦଳିଯାଇଥିଲା । ସେହି ସମୟରେ "ୟୁନାଇଟେଡ୍ ପ୍ରଡ୍ୟୁସର ଏଣ୍ଦ ଫିଲ୍ମଫେୟାର" ପକ୍ଷରୁ ଅଭିନେତା ପାଇଁ "ଟେଲେଣ୍ଟ ହଣ୍ଟ"ରେ ଭାଗ ନେଇ ଶେଷ ୮ ଜଣଙ୍କ ମଧ୍ୟରେ ରହି ସମସ୍ତଙ୍କ ନଜରକୁ ଆସିଥିଲେ ।ଏହାର ଗୋଟିଏ ବର୍ଷ ପରେ ସେ ଚେତନ ଆନନ୍ଦ ତାଙ୍କୁ ଆଖିର୍ ଖତ୍ ଚଳଚ୍ଚିତ୍ରରେ ପ୍ରଥମଥର ହିରୋ ଭାବରେ ଅଭିନୟ କରିବାକୁ ସୁଯୋଗ ଦେଇଥିଲେ ।ସେହିଠାରେ ହିଁ ତାଙ୍କ ନାମ ଯତିନ ରୁ ରାଜେଶକୁ ପରିବର୍ତ୍ତନ କରାଯାଇଥିଲା ।
|