"ଭଦ୍ରକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୬୮ କ ଧାଡ଼ି:
ପ୍ରତିବର୍ଷ ଇଦ୍-ମିଲାଦୁନ-ନବିରେ ଭଦ୍ରକର ମୁସଲିମମାନେ ମହିହା ମହମ୍ମଦଙ୍କର ଜୟନ୍ତୀକୁ ବଡ଼ ଧୁମଧାମରେ ପାଳନ କରିଥାନ୍ତି। ସେମାନେ ଶଙ୍କରପୁରର ଏକ ପଡ଼ିଆରେ ଏକତ୍ର ହୁଅନ୍ତି ଯାହାକୁ ମଦିନା ମୈଦାନ କୁହାଯାଏ। JIMNC (ଜସନ ଇ ଇଦ୍-ମିଲାଦୁନ-ନବି କମିଟି) ଏଇ ପବିତ୍ର ପର୍ବର ଆୟୋଜନର ଦାୟିତ୍ୱ ନେଇଥାଏ।
 
''''''ଆରଡି ରେ ସମସ୍ତ ପର୍ବ ପର୍ବାଣି ପାଳନ ଏବ୍ଂ ମହା ଶିବରାତ୍ରୀ ଧୁମ୍ ଧାମ ରେ ପାଳନ କରା ଯାଏ''''''''''
ଦୋଳପୂର୍ଣ୍ଣିମାରେ ଗୁଆଁମାଳ, ଲୁଣିଆ, କାଳିମେଘା, ତିହିଡ଼ି, ବ୍ରାହ୍ମଣୀଗାଁ, ପାଟରାଜପୁରରେ ମେଲଣ ବଡ଼ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଏ। ଭଦ୍ରକ, ତିହିଡ଼ି ଗୁଆଁମାଳରେ ରଥଯାତ୍ରା ମଧ୍ୟ ପାଳନ କରାଯାଏ।
 
ଦୋଳପୂର୍ଣ୍ଣିମାରେ ଗୁଆଁମାଳ, ଲୁଣିଆ, କାଳିମେଘା, ତିହିଡ଼ି, ବ୍ରାହ୍ମଣୀଗାଁ, ପାଟରାଜପୁରରେ ମେଲଣ ବଡ଼ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଏ। ଭଦ୍ରକ, ତିହିଡ଼ି ଗୁଆଁମାଳରେ ରଥଯାତ୍ରା ମଧ୍ୟ ପାଳନ କରାଯାଏ।
 
== ପର୍ଯ୍ୟଟନ==
"https://or.wikipedia.org/wiki/ଭଦ୍ରକ"ରୁ ଅଣାଯାଇଅଛି