"କେଦାରନାଥ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୬୩ କ ଧାଡ଼ି:
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱ୍ଆଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ ।ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି ।ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
==କିମ୍ବଦନ୍ତୀ==
କିମ୍ବଦନ୍ତୀ ଅନୁସାରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗ ମନ୍ଦିର ପାଣ୍ଡବମାନଙ୍କ ଦ୍ଵାରା ନିର୍ମିତ ହେଇଥିଲା।ପରିକ୍ଷିତ ମହାରାଜାଙ୍କ ପୁତ୍ର ଜନ୍ମେଜୟ ମନ୍ଦିର ଗର୍ଭଗୃହ ସମ୍ମୁଖ ମଣ୍ଡପ ନିର୍ମାଣ କରେଇଥିଲ ।ବର୍ତ୍ତମାନର ମଣ୍ଡିର ଅଷ୍ଟମ ଶତାବ୍ଦୀରେ ଆଦିଶଙ୍କରାଚାର୍ଯ୍ୟଙ୍କ ଦ୍ଵାରା ନିର୍ମିତ ।ସମୟ କ୍ରମେ ମନ୍ଦିର ଜିର୍ଣ୍ଣ ହେଇପଡିଛି ଏବଂ ପୁନଃ ମନ୍ଦିରର ଜୀର୍ଣ୍ଣ ସଂସ୍କାର କରାଯାଇଛି ।
 
==ପୌରାଣିକ==
==ମନ୍ଦିର==
"https://or.wikipedia.org/wiki/କେଦାରନାଥ"ରୁ ଅଣାଯାଇଅଛି