୯,୨୪୫
ଗୋଟି ସମ୍ପାଦନା
Aditya Mahar (ଆଲୋଚନା | ଅବଦାନ) No edit summary |
Aditya Mahar (ଆଲୋଚନା | ଅବଦାନ) No edit summary |
||
| current = [[୨୦୧୨ ସନ୍ତୋଷ ଟ୍ରଫି]]
}}
'''ସନ୍ତୋଷ ଟ୍ରଫି''' ଫୁଟବଲ।୧୯୪୧ ମସିହାରେ ଭାରତୀୟ ଫୁଟବଲ ଆସୋସିଏଶନ
==ଲକ୍ଷ୍ୟ==
୧୯୯୬ ପର୍ଯ୍ୟନ୍ତ ସନ୍ତୋଷ ଟ୍ରଫି [[ଭାରତ]]ର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭାବେ ବିବେଚିତ ହେଇଆସୁଥିଲା ।ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଦର୍ଶନକୁ ଭିତ୍ତିକରି ଜାତୀୟ ଦଳ ସହ ଅନ୍ୟାନ୍ୟ ଦଳ ଚୟନ କରାଯାଉଥିଲା।କିନ୍ତୁ ୧୯୯୬ରେ ନ୍ୟାଶନାଲ ଫୁଟବଲ ଲିଗ ଆରମ୍ଭ ହେବା ପରେ ସନ୍ତୋଷ ଟ୍ରଫିର ଗୁରୁତ୍ବ କମିଯାଇଛି।ନ୍ୟାଶନାଲ ଫୁଟବଲ ଲିଗରେ ଦେଶର ପ୍ରତିଷ୍ଠିତ ଖେଳାଳିଙ୍କ ସମେତ ଦେଶ ବାହାରର ଖେଳାଳିଙ୍କ ସମାଗମ ଯୋଗୁଁ ଏହା ଦେଶର ସବୁଠୁ ବଡ ଏବଂ ଗୁରୁତ୍ବପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ବିବେଚିତ ହେଇଛି।ଏବେ ସନ୍ତୋଷ ଟ୍ରଫିକୁ ଭବିଷ୍ୟତ ଗଢିବା ପାଇଁ ବ୍ୟବହାର କରାଯାଉଛି।ଏହି ଟୁର୍ଣ୍ଣାମେଣ୍ଟକୁ ଏବେ [[ଅଲିମ୍ପିକ କ୍ରିଡ଼ା |ଅଲିମ୍ପିକ]] ଢାଞ୍ଚାରେ ଆୟୋଜନ କରାଯାଉଛି।ଟୁର୍ଣ୍ଣାମେଣ୍ଟରେ କେବଳ ୨୩ ବର୍ଷରୁ କମ ବୟସର ଖେଳାଳି ମାନଙ୍କୁ ସାମିଲ କରାଯାଉଥିବାରୁ ଭବିଷ୍ୟତ ଖେଳାଳିଙ୍କୁ ଚିହ୍ନଟ କରିବାପାଇଁ ସବୁଠାରୁ ବଡ ପ୍ଲାଟଫର୍ମ ଭାବେ ଉଭାହେଇଛି।ଯୁବ ଖେଳାଳିମାନେ ମଧ୍ୟ ଏହାର ସଦୁପଯୋଗ କରିଛନ୍ତି ।
==ଗଠନ==
ସନ୍ତୋଷ ଟ୍ରଫିର ଫର୍ମାଟ ବାରମ୍ବାର ପରିବର୍ତ୍ତନ ହେଇଛି। ଏବେ ଗ୍ରହଣ କରାଯାଇଥିବା ଫର୍ମାଟରେ ଅଂଶଗ୍ରହଣକାରୀ ଦଳ ଗୁଡିକୁଅଧିକ ମ୍ୟାଚ ଖେଳିବାକୁ ସୁଯୋଗ ମିଳୁଛି।
==ଆଧାର==
{{ଆଧାର}}
|