"ନୋବେଲ ପୁରସ୍କାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୨ କ ଧାଡ଼ି:
}}
ବିଶ୍ଵରେ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ମାନଙ୍କୁ ଯେତେଗୁଡିଏ ପୁରସ୍କାର ଦିଆଯିବାର ବ୍ୟବସ୍ଥା ରହିଛି ତନ୍ମଧ୍ୟରେ '''ନୋବେଲ ପୁରସ୍କାର''' ହେଉଛି ବିଶ୍ଵର ସର୍ବଶ୍ରେଷ୍ଠ ପୁରସ୍କାର।ଶାନ୍ତି,ଚିକିତ୍ସା,ସାହିତ୍ୟ,ପଦାର୍ଥ ବିଜ୍ଞାନ,ରସାୟନ ବିଜ୍ଞାନ ଏବଂ ଅର୍ଥନୀତି କ୍ଷେତ୍ରରେ ଯେ କୈଣସି ଦେଶ ଓ ଜାତିର ଯୋଗ୍ୟବିବେଚିତ ବ୍ୟକ୍ତିଙ୍କୁ ଏହି ବାର୍ଷିକ ପୁରସ୍କାର ଦିଆଯାଏ।
==ପ୍ରତିଷ୍ଠାତା ଓ ପୁରସ୍କାର==
ଏହି ପୁରସ୍କାରର ପ୍ରତିଷ୍ଠାତା ହେଲେ ସୁଇଡିଶର ବୈଜ୍ଞାନିକ ତଥା ଡିନାମାଇଟର ଉଦ୍ଭାବକ ଡ.[[ଆଲଫ୍ରେଡ ନୋବେଲ]]।୧୯୦୧ଠାରୁ ଆଲଫ୍ରେଡ ନୋବେଲଙ୍କ ଦ୍ଵାରା ପ୍ରତିଷ୍ଠାତା ନୋବେଲ ଫାଉଣ୍ଡେଶନ ତରଫରୁ ପ୍ରତିବର୍ଷ ଡିସେମ୍ବର ୧୦ ତାରିଖରେ ଆଲଫ୍ରେଡ ଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ [[ସ୍ଵିଡେନ]]ର ରାଜଧାନୀ [[ଷ୍ଟକହୋମ]]ଠାରେ '''ବ୍ୟାଙ୍କ ଅଫ ସ୍ଵିଡେନ ପ୍ରାଇଜ୍ ଇନ୍ ଇକୋନୋମିକ ସାଇନ୍ସେସ୍''' ଦ୍ଵାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।ଉକ୍ତ ପୁରସ୍କାର ବାବଦରେ ଏକ ସୁନା ମେଡାଲ୍,ଅର୍ଥ ଓ ଏକ ମାନପତ୍ର ପ୍ରଦାନ କରାଯାଇଥାଏ।ଆଲଫ୍ରେଡ ତାଙ୍କର ସମସ୍ତ ସମ୍ପତି ଏହି ଫାଉଣ୍ଡେଶନକୁ ଦାନ କରିଯାଇଛନ୍ତି।ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ପ୍ରାୟ ୧୨କୋଟି ୪୦ଲକ୍ଷ ଟଙ୍କା।ଏହି ଅର୍ଥରୁ ଯାହା ସୁଧ ମିଳେ ତାହାକୁ ନୋବେଲ ପୁରସ୍କାର ବାବଦରେ ଦିଆଯିବାର ବ୍ୟବସ୍ଥା ରହିଛି।
==ଆଧାର==