"ନୋବେଲ ପୁରସ୍କାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୪ କ ଧାଡ଼ି:
==ପ୍ରତିଷ୍ଠାତା ଓ ପୁରସ୍କାର==
ଏହି ପୁରସ୍କାରର ପ୍ରତିଷ୍ଠାତା ହେଲେ ସୁଇଡିଶର ବୈଜ୍ଞାନିକ ତଥା ଡିନାମାଇଟର ଉଦ୍ଭାବକ ଡ.[[ଆଲଫ୍ରେଡ ନୋବେଲ]]।୧୯୦୧ଠାରୁ ଆଲଫ୍ରେଡ ନୋବେଲଙ୍କ ଦ୍ଵାରା ପ୍ରତିଷ୍ଠାତା ନୋବେଲ ଫାଉଣ୍ଡେଶନ ତରଫରୁ ପ୍ରତିବର୍ଷ ଡିସେମ୍ବର ୧୦ ତାରିଖରେ ଆଲଫ୍ରେଡ ଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ [[ସ୍ଵିଡେନ]]ର ରାଜଧାନୀ [[ଷ୍ଟକହୋମ]]ଠାରେ '''ବ୍ୟାଙ୍କ ଅଫ ସ୍ଵିଡେନ ପ୍ରାଇଜ୍ ଇନ୍ ଇକୋନୋମିକ ସାଇନ୍ସେସ୍''' ଦ୍ଵାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।ଉକ୍ତ ପୁରସ୍କାର ବାବଦରେ ଏକ ସୁନା ମେଡାଲ୍,ଅର୍ଥ ଓ ଏକ ମାନପତ୍ର ପ୍ରଦାନ କରାଯାଇଥାଏ।ଆଲଫ୍ରେଡ ତାଙ୍କର ସମସ୍ତ ସମ୍ପତି ଏହି ଫାଉଣ୍ଡେଶନକୁ ଦାନ କରିଯାଇଛନ୍ତି।ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ପ୍ରାୟ ୧୨କୋଟି ୪୦ଲକ୍ଷ ଟଙ୍କା।ଏହି ଅର୍ଥରୁ ଯାହା ସୁଧ ମିଳେ ତାହାକୁ ନୋବେଲ ପୁରସ୍କାର ବାବଦରେ ଦିଆଯିବାର ବ୍ୟବସ୍ଥା ରହିଛି।
==ନୋବେଲ ପୁରସ୍କାର ଓ ଭାରତ==
ନୋବେଲ ପୁରସ୍କାର ପାଇବାରେ ଭାରତ ବିଶ୍ଵରେ ପ୍ରମୁଖ ଭୂମିକା ଗ୍ରହଣ କରିଛି।ଆମ ଦେଶରେ ଆଜି ପର୍ଯ୍ୟନ୍ତ ୬ ଜଣ ପ୍ରତିଭାସମ୍ପନ୍ନ ବ୍ୟକ୍ତିଙ୍କୁ ଏହି ପୁରସ୍କାର ମିଳିଛି।ଭାରତରେ ପ୍ରଥମେ ୧୯୧୩ ମସିହାରେ ବିଶ୍ଵକବି ରବିନ୍ଦ୍ରନାଥ ଟାଗୋରଙ୍କୁ ସାହିତ୍ୟରେ ତାଙ୍କର ଲେଖା '''[[ଗିତାଞ୍ଜଳୀ]]''' ପାଇଁ ମିଳିଥିଲା।ତା ପରେ [[ସିଭି.ରମଣ]] ବିଜ୍ଞାନ ପାଇଁ ୧୯୮୩ରେ,ପ୍ରଫେସର [[ଅମର୍ତ୍ତ୍ୟ ସେନ]] ତାଙ୍କର କଲ୍ୟାଣମୂଳକ ଅର୍ଥନୀତି ପାଇଁ ୧୯୯୮ରେ ନୋବେଲ ପୁରସ୍କାର ପାଇ ଭାରତର ଗୌରବ ଦ୍ଵିଗୁଣିତ କରିପାରିଛନ୍ତି।
==ଆଧାର==
{{ଆଧାର}}