"ନବରାତ୍ରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Adding te:నవరాత్రి
ଟିକେ ଛାଞ୍ଚ, ଛୋଟ ଠିକଣା
୧ କ ଧାଡ଼ି:
{{ଛୋଟ|Navratri}}
{{ତିଆରି ଚାଲିଛି}}
 
==ନବରାତ୍ର==
ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ଦୁଇଥର ([[ଆଶ୍ୱିନ]], [[ଚୈତ୍ର]]) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା ([[ଆଶ୍ୱିନ]] [[ମାସ]] ଶୁକ୍ଳପକ୍ଷ [[ପ୍ରତିପଦ]] ତିଥିରୁ [[ନବମୀ]] ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ ୤ ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ୤ ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ୤ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା [[କାଳୀ]] ରୂପରେ ପୂଜା କରାଯାଏ ୤ ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ ୤ ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି ୤ ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ୤
 
Line ୭ ⟶ ୫:
ପୁରାଣ ମତେ ଦୁର୍ଗ ରାକ୍ଷସ ବ୍ରହ୍ମାଙ୍କଠାରୁ ବରପ୍ରାପ୍ତ ହୋଇ ଭୀଷଣ ଶକ୍ତିଶାଳୀ ଓ ଅତ୍ୟାଚାରୀ ହୋଇ ଉଠିଲା ୤ ସେ ତ୍ରିଲୋକ ଜିଣିବା ପରେ ଦେବଲୋକ ଯାଇ ଦେବରାଜ ଇନ୍ଦ୍ରଙ୍କୁ ଭୟ ଦେଖାଇଲା୤ ଦେବଗଣ ସମ୍ମିଳିତ ହୋଇ ଲଢ଼ିଲେ, କିନ୍ତୁ ସମସ୍ତ ଦେବ ଆୟୁଧକୁ ବ୍ୟର୍ଥ କରି ଦୁର୍ଗ ଦୈତ୍ୟ ଦେବଗଣଙ୍କୁ ବନ୍ଦୀକରି ନିଜ ଦୁର୍ଗର କାଳକୋଠରୀରେ ବନ୍ଦକରି ନିତ୍ୟ ନିର୍ଯ୍ୟାତନା ଦେବାରେ ଲାଗିଲା ୤ ସବୁ ଦେବତା ଭୀତତ୍ରସ୍ତ ହୋଇ ମହାଶକ୍ତିଙ୍କୁ ପ୍ରାର୍ଥନା କଲେ ୤ ଦୟାରେ ବିଗଳିତ ମା’ ଆବିର୍ଭୂତ ହୋଇ ନିଜ ଅଗ୍ନିଗର୍ଭା ନେତ୍ରରେ ଦୁର୍ଗମର ଦୁର୍ଗ ଧ୍ୱଂସ କରି ଦେବଗଣକୁ ଉଦ୍ଧାର କଲେ ୤ ଯେତେବେଳେ ଦୁର୍ଗ ମା’ଙ୍କୁ ଆକ୍ରମଣ କରିବାକୁ ଆସିଲା ମା’ ସହସ୍ରଭୂଜା ହୋଇ ଅସୁମାରି ଶସ୍ତ୍ର ଧାରଣ କରି ରାକ୍ଷସକୁ ବଧ କଲେ ୤ ସେହିଦିନଠାରୁ ସେ ଦୁର୍ଗ ନାଶକାରି ଦୁର୍ଗା ଭାବେ ପୂଜିତ ହେଲେ ୤ ସିଂହବାହିନୀ ଭାବରେ ସେ ଉଭୟ ସ୍ନେହୀ ଓ ଭୟଙ୍କରୀ ୤ ସିଂହ ଉପରେ ବସି ସେ ଚତୁର୍ଭୁଜା, ଅଷ୍ଟଭୁଜା ବା ଏପରିକି ସହସ୍ରଭୁଜା ମଧ୍ୟ ହୋଇପାରନ୍ତି, କିନ୍ତୁ ସବୁବେଳେ ତାଙ୍କର ଗୋଟିଏ ହାତ ବରଦା ବା ଶାନ୍ତ ମୁଦ୍ରାରେ ଶୋଭିତ ୤ ମା’ ରୂପରେ ସେ ଭକ୍ତ ଓ ଶରଣାଗତମାନଙ୍କ ପାଇଁ ସେ ଅଭୟ, ଦୟା ଓ ବରଦା, କରୁଣାମୟୀ ୤ କିନ୍ତୁ ଦୁରାଚାରୀ, ରାକ୍ଷସ ସ୍ୱଭାବର ବ୍ୟକ୍ତି, ଯେ ଅନ୍ୟମାନଙ୍କୁ କଷ୍ଟ ଦିଅନ୍ତି ସେମାନଙ୍କ ପାଇଁ ସେ ଭୟଙ୍କର ହୋଇପଡ଼ନ୍ତି ୤
 
ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ ୤ ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗାଙ୍କନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଦମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ୤
 
===ଶୈଳପୁତ୍ରୀ===
===ବ୍ରହ୍ମଚାରିଣୀ===
===ଚନ୍ଦ୍ରଘଣ୍ଟା===
===କୁଷ୍ମାଣ୍ଡା===
===ସ୍କନ୍ଦମାତା===
===କାତ୍ୟୟନୀ===
===କାଳରାତ୍ରୀ===
===ମହାଗୌରୀ===
==ଦୁର୍ଗାପୂଜା/ଦଶହରା==
 
* ଷଷ୍ଠି
: ବିଲ୍ୱବରଣ
Line ୩୮ ⟶ ୨୮:
{{ଆଧାର}}
 
==ବାହାର ଲିଙ୍କଆଧାର==
{{Commons category|Navaratri}}
*[http://www.hinduismtoday.com/modules/smartsection/item.php?itemid=3073 Navaratri: In the festival of "Nine Nights," Hindus across the globe worship the feminine form of the Supreme]
*[http://www.hindujagruti.org/hinduism/knowledge/article/how-to-worship-the-goddess-during-navratri.html How to worship the Goddess during Navratri ?]
 
{{ହିନ୍ଦୁ ପର୍ବ}}
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
 
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖାପ୍ରସଙ୍ଗ-->
[[en:Navratri]]
[[fr:Navratri]]
"https://or.wikipedia.org/wiki/ନବରାତ୍ରୀ"ରୁ ଅଣାଯାଇଅଛି