"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଛୋଟ ଠିକଣା
ଟିକେ ଲେଉଟାଣି ହଟାଗଲା
୬ କ ଧାଡ଼ି:
}}
 
'''ଇଣ୍ଟରନେଟ''' (Internet) ହେଉଛି ଏକ ଆନ୍ତର୍ଜାତିକ ମେଳଣ ଯେଉଁଠି ନିଜନିଜ ଭିତରେ ଅନେକ [[କମ୍ପୁଟରକମ୍ପ୍ୟୁଟର]] ଯୋଡି ହୋଇ ରହିଥାନ୍ତି, ଯାହାକି [[କମ୍ପୁଟର]]କମ୍ପ୍ୟୁଟର ବ୍ୟବହାର କରୁଥିବା ଓ ଅଲଗା ଅଲଗା ଜାଗାରେ ଥିବା ଲୋକମାନଙ୍କୁ ଜ୍ଞାନ, ଭାବ ଆଦିର ଦେବା ନେବା କରିବାରେ ସାହାଯ୍ୟ କରେ ।
 
ପ୍ରଥମେ ଇଣ୍ଟରନେଟର ବ୍ୟବହାର ଏକ ବୈଜ୍ଞାନିକ କର୍ମଶାଳାରେ ପରସ୍ପର ସହ ସଂପର୍କ ରଖିବା ପାଇଁ କରାଯାଇଥିଲା | ହେଲେ ପରେ ପରେ ଏହାକୁ ବିଶ୍ଵବ୍ୟାପୀ ଇଣ୍ଟରନେଟରେ ପରିଣତ କରି ଦିଆଗଲା ।
 
ବର୍ତ୍ତମାନ ଇଣ୍ଟରନେଟ ମାଧ୍ୟମରେ [[ଇମେଲ]] ପାଇବା/ପଠାଇବା, [[ଚାଟିଙ୍ଗ]] କରିବା, ଆଦି କାମ ସହଜରେ ହୋଇ ପାରୁଥିବା ବେଳେ ସୂଚନା ଆଦାନ ପ୍ରଦାନ ମଧ୍ୟ ହୋଇ ପାରୁଛି । ଇଣ୍ଟରନେଟ ପରିବର୍ତ୍ତନଶୀଳ, ତେଣୁ ଦିନକୁ ଦିନ ଏଥିରେ ନୁଆ ନୁଆ ଜ୍ଞାନ କୌଶଳର ବ୍ୟବହାର ହେଉଛି । ଏବେ ଆମେ ନିଜ ଘରେ ବସି ଇଣ୍ଟରନେଟ ମାଧ୍ୟମରେ ବିଶ୍ଵରେ ଘଟୁଥିବା ଅଗଣିତ ଘଟଣା ବିଷୟରେ ଜାଣିପାରୁଛେ ଏବଂ ଦେଖିପାରୁଛେ ।
 
==ଜ୍ଞାନକୌଶଳ==
ଜ୍ଞାନକୌଶଳ : ଇଣ୍ଟରନେଟ ରେ କିଛି ମୁଖ୍ୟ କମ୍ପ୍ୟୁଟର ରହିଥାଏ, ଯାହାକୁ ସର୍ଭର କୁହାଯାଏ । ସର୍ଭର ଗୁଡିକ ପରସ୍ପର ମଧ୍ୟରେ ସଂଯୁକ୍ତ ହୋଇଥାନ୍ତି।ହୋଇଥାନ୍ତି । ସର୍ଭର ବା ମୁଖ୍ୟ କମ୍ପ୍ୟୁଟର ରେ ଡାଟା ସବୁ ସାଇତି ରଖା ଯାଇଥାଏ । ପ୍ରତ୍ୟେକ ସର୍ଭର ର ସ୍ଵତନ୍ତ୍ର ନାମ ଏବଂ ଅଡ୍ରେସ ରହିଥାଏ।ରହିଥାଏ । ଆମେ ଯେତେବେଳେ ଆମ କମ୍ପ୍ୟୁଟର ରେ ୱେବସାଇଟ ଖୋଳୁଛୁ, ସେ ପ୍ରଥମେ ନିଜର ସର୍ଭର ସହିତ ସମ୍ପର୍କ କରେ ଏବଂ ସର୍ଭର ରୁ ସମ୍ପୃକ୍ତ ପ୍ରୁଷ୍ଠା କୁ ଆମ କମ୍ପ୍ୟୁଟର ରେ ଦେଖେଇ ଥାଏ ।
 
[[ଶ୍ରେଣୀ:ବିଜ୍ଞାନ]]
"https://or.wikipedia.org/wiki/ଇଣ୍ଟରନେଟ"ରୁ ଅଣାଯାଇଅଛି