"ଭଗବତ ଗୀତା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.2) (Robot: Modifying tr:Bhagavat Gita
ଟିକେ ଛୋଟ ଠିକଣା
୧ କ ଧାଡ଼ି:
{{ଛୋଟ|Bhagavad Gita}}
{{ମୁଣ୍ଡିଆ}}
[[File:Krishna Arjuna Gita.jpg|thumb|alt=An 1830 CE painting depicting Arjuna, on the chariot, paying obeisance to Krisha, the charioteer.|କୁରୁକ୍ଷେତ୍ରରେ କୃଷ୍ଣ ଓ ଅର୍ଜୁନ <!--c. 1830 painting-->]]
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି [[ମହାଭାରତ]]ର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା ୤ ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି ୤ ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି ୤ ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ୤
 
[[Image:Bhagavad Gita, a 19th century manuscript.jpg|250px|thumb|ଭଗବତ ଗୀତା, ୧୯ଶତକର ତାଳପୋଥି]]
ଗୀତାର ୧୮ଟି ଅଧ୍ୟାୟ ହେଉଛି ୧୮ଟି ଯୋଗ୤ ପ୍ରଥମ ୬ଅଧ୍ୟାୟରେ ନିଷ୍କାମ କର୍ମଯୋଗ, ଦ୍ଵିତୀୟ ୬ଅଧ୍ୟାୟରେ ଭକ୍ତିଯୋଗ ଏବଂ ଶେଷ ୬ଅଧ୍ୟାୟରେ ଜ୍ଞାନଯୋଗ ବର୍ଣ୍ଣନା କରାଯାଇଛି ୤
*# ପ୍ରଥମ ଅଧ୍ୟାୟ: ଅର୍ଜୁନଙ୍କ ବିଷାଦ ଯୋଗ ୤ କଠୋର କର୍ତ୍ତବ୍ୟ ନିକଟରେ ବନ୍ଧୁବାନ୍ଧବ, କୁଟୁମ୍ବ, ଭାଇ ଓ ପିତାମାତା ଆଦିଙ୍କର ସ୍ଥାନ ନାହିଁ ୤ ଏମାନଙ୍କ ଅନୀତିକୁ ପ୍ରଶ୍ରୟ ଦେଲେ କର୍ତ୍ତବ୍ୟରେ ଅବହେଳା ହୁଏ ବୋଲି ଶ୍ରୀକୃଷ୍ଣ କହୁଛନ୍ତି୤
*# ଦ୍ଵିତୀୟ ଅଧ୍ୟାୟ: ସାଂଖ୍ୟଯୋଗ: ଏଥିରେ ମୁଖ୍ୟତଃ ଆତ୍ମତତ୍ତ୍ଵ ଆଲୋଚିତ ହୋଇଛି ୤ ମନୁଷ୍ୟ ସ୍ଥିତପ୍ରଜ୍ଞ ହେଲେ ଆତ୍ମବଶୀଭୂତ ଇନ୍ଦ୍ରିୟ ମାଧ୍ୟମରେ କର୍ମକରି ମଧ୍ୟ କର୍ମରେ ଆବଦ୍ଧ ହୁଅନ୍ତି ନାହିଁ ବୋଲି ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କହିଛନ୍ତି୤
*# ତୃତୀୟ ଅଧ୍ୟାୟ: କର୍ମଯୋଗ: ଏଥିରେ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କର୍ମର ମାହତ୍ମ୍ୟ ଏବଂ ନିଷ୍କାମ କର୍ମର ପ୍ରେରଣା ଦେଇଛନ୍ତି୤
*# ଚତୁର୍ଥ ଅଧ୍ୟାୟ: ଜ୍ଞାନ ଯୋଗ: ଏଥିରେ ଶ୍ରୀକୃଷ୍ଣ ଜ୍ଞାନର ସ୍ଵରୂପ, ଆତ୍ମଜ୍ଞାନର ପ୍ରୟୋଜନୀୟତା ଓ ମାହତ୍ମ୍ୟ ବୁଝାଇଛନ୍ତି ୤
*# ପଞ୍ଚମ ଅଧ୍ୟାୟ: ସନ୍ନ୍ୟାସ ଯୋଗ: ଏଥିରେ ଶ୍ରୀକୃଷ୍ଣ
*# ଷଷ୍ଠ ଅଧ୍ୟାୟ: ଧ୍ୟାନଯୋଗ: ଏଥିରେ ଶ୍ରୀକୃଷ୍ଣ ଚଞ୍ଚଳ ମନ ଅର୍ଥାତ ଚିତ୍ତବୃତ୍ତିକୁ ନିରୋଧ କରିବା ପାଇଁ ଧ୍ୟାନ ଏକାନ୍ତ ଆବଶ୍ୟକ ବୋଲି କହିଛନ୍ତି ୤
*# ସପ୍ତମ ଅଧ୍ୟାୟ: ବିଜ୍ଞାନଯୋଗ: ଏଥିରେ ଭଗବାନଙ୍କର ସ୍ଵରୂପ ବିଷୟରେ ଆଲୋଚନା କରାଯାଇଛି ୤
*# ଅଷ୍ଟମ ଅଧ୍ୟାୟ: ଅକ୍ଷୟ ବ୍ରହ୍ମ ଯୋଗ:
*# ନବମ ଅଧ୍ୟାୟ: ରାଜଯୋଗ:
*# ଦଶମ ଅଧ୍ୟାୟ: ବିଭୂତି ଯୋଗ:
*# ଏକାଦଶ ଅଧ୍ୟାୟ: ବିଶ୍ଵରୂପ ଦର୍ଶନ ଯୋଗ:
*# ଦ୍ଵାଦଶ ଅଧ୍ୟାୟ: ଭକ୍ତି ଯୋଗ:
*# ତ୍ରୟୋଦଶ ଅଧ୍ୟାୟ: ଏଥିରେ ପ୍ରକୃତି ଓ ପୁରୁଷ, ଦେହ ଓ ଆତ୍ମା, ଜ୍ଞାନ ଓ ଜ୍ଞେୟ ଇତ୍ୟାଦି ତତ୍ତ୍ବ ବିଷୟରେ ଶ୍ରୀକୃଷ୍ଣ କହିଛନ୍ତି ୤
*# ଚତୁର୍ଦ୍ଦଶ ଅଧ୍ୟାୟ: ତ୍ରିଗୁଣ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ସୃଷ୍ଟି ରହସ୍ୟ, ପୁରୁଷର ସଂସାର ବନ୍ଧନ, ସାତ୍ତ୍ବିକ ଆଦି ତ୍ରିବିଧ ଗୁଣର ଲକ୍ଷଣ ବର୍ଣ୍ଣନା କରିଛନ୍ତି ୤
*# ପଞ୍ଚଦଶ ଅଧ୍ୟାୟ: ପୁରୁଷୋତ୍ତମ ଯୋଗ: ଏଥିରେ ଶ୍ରୀକୃଷ୍ଣ କହିଛନ୍ତି ଯେଉଁ ବ୍ୟକ୍ତି ଅନନ୍ୟ ଚିତ୍ତରେ ଭଗବାନଙ୍କୁ ଭଜନ କରନ୍ତି, ସେ ତ୍ରିଗୁଣାତୀତ ହୋଇ ବ୍ରହ୍ମଭାବରେ ନିମଜ୍ଜିତ ହୁଅନ୍ତି ୤
*# ଷୋଡ଼ଷ ଅଧ୍ୟାୟ: ଦୈବାସୁର ସମ୍ପଦ ବିଭାଗ ଯୋଗ୤
*# ସପ୍ତଦଶ ଅଧ୍ୟାୟ: ଶ୍ରଦ୍ଧାତ୍ରୟ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ତ୍ରିବିଧ ଶ୍ରଦ୍ଧା, ତ୍ରିବିଧ ଆହାର ଓ କର୍ମରେ ବ୍ରହ୍ମ ନିର୍ଦ୍ଦେଶ ସମ୍ବନ୍ଧରେ ବିଶଦ୍‌ ଆଲୋଚନା କରିଛନ୍ତି ୤
*# ଅଷ୍ଟାଦଶ ଅଧ୍ୟାୟ: ମୋକ୍ଷଯୋଗ ୤ ଏଥିରେ କର୍ମତତ୍ତ୍ଵର ବିଶ୍ଲେଷଣ, କର୍ମଯୋଗରେ ମୋକ୍ଷଲାଭର ଉପାୟ, ସର୍ବଧର୍ମ ତ୍ୟାଗ ଅଭୟବାଣୀ ଓ ଶରଣାଗତ ସମ୍ବନ୍ଧରେ ବିସ୍ତୃତ ବର୍ଣ୍ଣନା କରାଯାଇ ଉପସଂହାରରେ କୁହାଯାଇଛି:
“ସର୍ବଧର୍ମାନ ପରିତ୍ୟଜ ମାକେକଂ ଶରଣଂ ବ୍ରଜ</br>
ଅହଂ ତ୍ଵାଂ ସର୍ବ ପାପେଭ୍ୟୋ ମୋକ୍ଷୟିଷ୍ୟାମି ମା ଶୁଚଃ </br>
Line ୨୯ ⟶ ୩୦:
==ଆଧାର==
{{ଆଧାର}}
==ବାହାର ଆଧାର==
<!--{{Subject bar|commons=y|q=y|s=y}}-->
 
{{କୃଷ୍ଣ}}
 
{{Krishna}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
 
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[als:Bhagavad Gita]]
[[ar:البهاغافاد غيتا]]