"ଅମାବାସ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Interwiki standardization
ଟିକେ Robot: Cosmetic changes
୧୦ କ ଧାଡ଼ି:
* [[କାର୍ତ୍ତିକ]] ଅମାବାସ୍ୟା: ପ୍ରଦୀପ (ପୟା) ଅମାବାସ୍ୟା ବା ପୂପେଇ/ପିପେଇ ଅମାବାସ୍ୟା ।
:ଏ ଦିନ ସନ୍ଧ୍ୟା ପରେ ପିଣ୍ଡବର୍ଜିତ ମହାଳୟା ଶ୍ରାଦ୍ଧ କରାଯାଏ ଓ ପିତୃଲୋକଙ୍କୁ ପୂପ ଦୀପ ଅର୍ଥାତ ପିଠା ଉପରେ ଦୀପ ପୋତି ଦାନ କରାଯାଏ ଓ ବଡ଼ ବଡୁଆଙ୍କୁ ନିଆଁ ହୁଳା ଦେଖାଇ ଡକାଯାଏ –“ବଡ଼ ବଡ଼ୁଆଏ ହେ ଅନ୍ଧାରରେ ଆସ, ଆଲୁଅରେ ଯାଅ, ବାଇଶି ପାହାଚରେ ଗଡ଼ଗଡ଼ାଉଥାଅ ୤ ”
* [[ମାର୍ଗଶୀର]] ଅମାବାସ୍ୟା: ମହୋଦଧି ଅମାବାସ୍ୟା ୤
* [[ପୌଷ]] ଅମାବାସ୍ୟା: ବଉଳ (ବକୁଳ) ଅମାବାସ୍ୟା : ବରାହ ଜନ୍ମ ୤
* [[ମାଘ]] ଅମାବାସ୍ୟା: ତ୍ରିବେଣୀ(ବିରଜା,ମୌନୀ) ଅମାବାସ୍ୟା ୤
୧୭ କ ଧାଡ଼ି:
 
{{ପକ୍ଷ}}
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
 
[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ପକ୍ଷ]]
 
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
 
[[en:Amavasya]]