"କାର୍ତ୍ତିକେୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
Robot: Cosmetic changes
ଟିକେ (Robot: Modifying mr:कार्तिकेय)
ଟିକେ (Robot: Cosmetic changes)
}}
 
ପୁରାଣମତେ [[ମହାଦେବ]] ପାର୍ବତୀଙ୍କୁ ସହବାସ କରିବା ସମୟରେ ଅଗ୍ନି କପୋତରୂପ ଧାରଣ କରି ଲୁଚି ରହିଥିଲେ ୤ [[ମହାଦେବ]]ଙ୍କ ରେତ ସ୍ଖଳିତ ହେବାରୁ ପାର୍ବତୀ ସେହି ଉଗ୍ରତେଜଃସମ୍ପନ୍ନ ତେଗଃକୁ ଗର୍ଭରେ ଧାରଣ କରିବାକୁ ଅସମର୍ଥ ହେବାରୁ ତାହା [[ଅଗ୍ନି]]ଙ୍କ ଉପରେ ପତିତ ହେଲା ୤ ଅଗ୍ନି ତାହା ସମ୍ଭାଳି ନ ପାରି ସ୍ଵର୍ଗଗଙ୍ଗାରେ ପକାଇଲେ ୤ ଗଙ୍ଗା ତାହାକୁ ସମ୍ଭାଳି ନପାରି ଶରବଣରେ ପକାଇଲେ ୤ ସେହି ସମୟରେ କୃତ୍ତିକାଦି ଛଅ ଜଣ ଋଷିପତ୍ନୀ ଗଙ୍ଗାକୁ ଗାଧୋଇବାକୁ ଆସୁ ଆସୁ ଉକ୍ତ ରେତକୁ ଦେଖି ଯତ୍ନପୂର୍ବକ ରଖିବାରୁ ସେଥିରୁ ଛଅଟି ମୁଖଯୁକ୍ତ ଗୋଟିଏ କୁମାର ଜାତ ହୋଇ ଛଅ ମାଆଙ୍କଠାରୁ ସ୍ତନ୍ୟ ପିଇଲେ ୤ କାର୍ତ୍ତିକେୟ କୁମାରବ୍ରତଧାରୀ ଥିଲେ ୤ ଏହାଙ୍କର ଅନ୍ୟନାମ ଗଙ୍ଗାପୁତ୍ର, ସ୍କନ୍ଦ, କୁମାର, ଶରଜନ୍ମା, କ୍ରୌଞ୍ଚଦାରଣ, ଷଣୁଖ, ଷଡ଼ାନନ, ସେନାନୀ, ତାରକଜିତ୍, ଅଗ୍ନିକୁମାର, ଅଗ୍ନିଭୁ, ଗୁହ ୤ ଏହାଙ୍କ ବାହାନ ମୟୂର ୤ ଏ ଶରଦ୍ଵାରା କ୍ରୌଞ୍ଚ ପର୍ବତକୁ ବିଦ୍ଧ କରିଥିଲେ ୤ ଏ ଦେବସେନାଙ୍କ ସେନାପତି ହୋଇ ତାରକାସୁରଙ୍କୁ ଯୁଦ୍ଧରେ ବଧ କରିଥିଲେ ୤
 
ପୁରାଣାନ୍ତର ମତରେ ଅଗ୍ନିଦେବ ସପ୍ତର୍ଷିମାନଙ୍କ ଭାର୍ଯ୍ୟାମାନଙ୍କ ରୂପରେ ମୋହିତ ହେବାର ଜାଣି ପାରି ତାଙ୍କ ସ୍ତ୍ରୀ ସ୍ଵାହାଦେବୀ ଅରୁନ୍ଧତୀଙ୍କ ଛଡ଼ା ଅନ୍ୟ ଛଅ ଜଣ ଋଷିପତ୍ନୀଙ୍କ ରୂପ ଛଅଥର ଧାରଣ କରି [[ଅଗ୍ନି]]ଙ୍କ ସହିତ ଛଥର ବିହାର କଲେ ଓ ଅଗ୍ନିଙ୍କ ବୀର୍ଯ୍ୟ କାଞ୍ଚନ କୁଣ୍ଡରେ ପଡ଼ିବାରୁ ସେହି ତେଜୋମୟ ରେତରୁ କାର୍ତ୍ତିକେୟ ଜନ୍ମିଲେ ୤
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
 
[[ଶ୍ରେଣୀ:ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ଦେବତା]]
 
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
 
[[af:Kaartika]]
୧୨,୮୯୭

ଗୋଟି ସମ୍ପାଦନା