"ଭଦ୍ରକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଛାଞ୍ଚ
୬୮ କ ଧାଡ଼ି:
ପ୍ରତିବର୍ଷ ଇଦ୍-ମିଲାଦୁନ-ନବିରେ ଭଦ୍ରକର ମୁସଲିମମାନେ ମହିହା ମହମ୍ମଦଙ୍କର ଜୟନ୍ତୀକୁ ବଡ଼ ଧୁମଧାମରେ ପାଳନ କରିଥାନ୍ତି। ସେମାନେ ଶଙ୍କରପୁରର ଏକ ପଡ଼ିଆରେ ଏକତ୍ର ହୁଅନ୍ତି ଯାହାକୁ ମଦିନା ମୈଦାନ କୁହାଯାଏ। JIMNC (ଜସନ ଇ ଇଦ୍-ମିଲାଦୁନ-ନବି କମିଟି) ଏଇ ପବିତ୍ର ପର୍ବର ଆୟୋଜନର ଦାୟିତ୍ୱ ନେଇଥାଏ।
 
''''''ଆରଡି ରେ ସମସ୍ତ ପର୍ବ ପର୍ବାଣି ପାଳନ ଏବ୍ଂ ମହା ଶିବରାତ୍ରୀ ଧୁମ୍ ଧାମ ରେ ପାଳନ କରା ଯାଏ''''''''''
 
ଦୋଳପୂର୍ଣ୍ଣିମାରେ ଗୁଆଁମାଳ, ଲୁଣିଆ, କାଳିମେଘା, ତିହିଡ଼ି, ବ୍ରାହ୍ମଣୀଗାଁ, ପାଟରାଜପୁରରେ ମେଲଣ ବଡ଼ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଏ। ଭଦ୍ରକ, ତିହିଡ଼ି ଗୁଆଁମାଳରେ ରଥଯାତ୍ରା ମଧ୍ୟ ପାଳନ କରାଯାଏ।
 
== ପର୍ଯ୍ୟଟନ==
ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ରେଳଷ୍ଟେସନଠାରୁ ପ୍ରାୟ ୧୦ କି.ମି.ଦୂରରେ ଅବସ୍ଥିତ। ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣୀ ମନ୍ଦିର ଭଦ୍ରକଠାରୁ ୪୦ କି.ମି. ଦୂରରେ ଅବସ୍ଥିତ। ମୁସଲିମ୍ ସୁଫି ସନ୍ଥ ମୁଜାହିଦ୍-ଇ-ମିଲ୍ଲାତଙ୍କର ସମାଧୀ (ମଜ୍ଜାର) ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁବସଷ୍ଟାଣ୍ଡଠାରୁ ୨୨କି.ମି.ଦୂର ଧାମନଗରଠାରେ ରହିଅଛି। ଆଉଜଣେ ସୁଫିସନ୍ଥ, ସୟଦ ନାସିମ ଅଖତାର କ୍ୱାଦ୍ରି ଓରଫ ସରକାର ବାବାଙ୍କ ମସଜିଦ୍ ଭଦ୍ରକ ପୌରପରିଷଦ ଇଲାକାରେ ଅବସ୍ଥିତ ଯାହା ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୩କି.ମି.ଦୂରରେ ରହିଛି । ସେ ଜଣେ ଜୀବନ୍ତ ମହାପୁରୁଷ ଓ ପ୍ରତିଦିନ ହଜାର ହଜାର ଭକ୍ତ ତାଙ୍କ ଆଶୀର୍ବାଦ ପାଇବାପାଇଁ ଏଠାକୁ ଆସିଥାନ୍ତି। ଶିଖ୍ ଗୁରୁଦ୍ୱାରା ପୁରୁଣା ବଜାରରେ ଅବସ୍ଥିତ ଯାହା ଭଦ୍ରକ ମୁଖ୍ୟ ବଜାରଠାରୁ ୫ କି.ମ. ଦୂରରେ ଅବସ୍ଥିତ। ଧାମରାର ମା ଧାମରେଇ ମନ୍ଦିର ଭଦ୍ରକଠାରୁ ୮୦ କି.ମି. ଦୂର। ଏଠାରେ ଭାରତୀୟ ରକ୍ଷା ଅନୁସନ୍ଧାନ ଓ ବିକାଶ ଅନୁଷ୍ଠାନ ରହିଛି ତଥା ଏଠାରୁ ଭିତର କନିକାର କୁମ୍ଭୀର ଚାଷ ପ୍ରକଳ୍ପକୁ ଯାଇହୁଏ।
''''''ଭଦ୍ରକ ଜିଲ୍ଲା ରେ ଭଦ୍ରକାଳୀ,ଆଖଣ୍ଡଳମଣି ପିଠ ଅବସ୍ତିତ'''''''''
ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ମନ୍ଦିର ଭଦ୍ରକ ରେଳଷ୍ଟେସନଠାରୁ ପ୍ରାୟ ୧୦ କି.ମି.ଦୂରରେ ଅବସ୍ଥିତ। ଆରଡ଼ିର ପ୍ରସିଦ୍ଧ ଆଖଣ୍ଡଳମଣୀ ମନ୍ଦିର ଭଦ୍ରକଠାରୁ ୪୦ କି.ମି. ଦୂରରେ ଅବସ୍ଥିତ। ମୁସଲିମ୍ ସୁଫି ସନ୍ଥ ମୁଜାହିଦ୍-ଇ-ମିଲ୍ଲାତଙ୍କର ସମାଧୀ (ମଜ୍ଜାର) ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୨୨କି.ମି.ଦୂର ଧାମନଗରଠାରେ ରହିଅଛି। ଆଉଜଣେ ସୁଫିସନ୍ଥ, ସୟଦ ନାସିମ ଅଖତାର କ୍ୱାଦ୍ରି ଓରଫ ସରକାର ବାବାଙ୍କ ମସଜିଦ୍ ଭଦ୍ରକ ପୌରପରିଷଦ ଇଲାକାରେ ଅବସ୍ଥିତ ଯାହା ଉଭୟ ଭଦ୍ରକ ରେଳ ଷ୍ଟେସନ ଓ ବସ୍ଷ୍ଟାଣ୍ଡଠାରୁ ୩କି.ମି.ଦୂରରେ ରହିଛି । ସେ ଜଣେ ଜୀବନ୍ତ ମହାପୁରୁଷ ଓ ପ୍ରତିଦିନ ହଜାର ହଜାର ଭକ୍ତ ତାଙ୍କ ଆଶୀର୍ବାଦ ପାଇବାପାଇଁ ଏଠାକୁ ଆସିଥାନ୍ତି। ଶିଖ୍ ଗୁରୁଦ୍ୱାରା ପୁରୁଣା ବଜାରରେ ଅବସ୍ଥିତ ଯାହା ଭଦ୍ରକ ମୁଖ୍ୟ ବଜାରଠାରୁ ୫ କି.ମ. ଦୂରରେ ଅବସ୍ଥିତ। ଧାମରାର ମା ଧାମରେଇ ମନ୍ଦିର ଭଦ୍ରକଠାରୁ ୮୦ କି.ମି. ଦୂର। ଏଠାରେ ଭାରତୀୟ ରକ୍ଷା ଅନୁସନ୍ଧାନ ଓ ବିକାଶ ଅନୁଷ୍ଠାନ ରହିଛି ତଥା ଏଠାରୁ ଭିତର କନିକାର କୁମ୍ଭୀର ଚାଷ ପ୍ରକଳ୍ପକୁ ଯାଇହୁଏ।
 
==ଶିକ୍ଷା==
Line ୯୯ ⟶ ୯୮:
==ବାହାର ଆଧାର==
* ଉତ୍କଳ ପ୍ରସଙ୍ଗ ମଇ ୨୦୧୧ - ଓଡ଼ିଶାର ସଂସ୍କୃତି ଓ ଭଦ୍ରକ-ଡଃ ନରହରି ବେହେରା
 
{{ଭଦ୍ରକ ଜିଲ୍ଲା}}
{{ଓଡ଼ିଶାର ସହର}}
{{ଓଡ଼ିଶା}}
Line ୧୦୪ ⟶ ୧୦୫:
[[ଶ୍ରେଣୀ:ଭଦ୍ରକ ଜିଲ୍ଲା]]
 
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖାପ୍ରସଙ୍ଗ-->
 
[[bn:ভদ্রক]]
[[bpy:ভাদ্রক]]
"https://or.wikipedia.org/wiki/ଭଦ୍ରକ"ରୁ ଅଣାଯାଇଅଛି