"ଲିଓନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଲିଓନ
 
No edit summary
୪୩ କ ଧାଡ଼ି:
|website =[http://www.lyon.fr/ lyon.fr]
}}
 
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ୍-ଆଲପସ୍ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସ ଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
"https://or.wikipedia.org/wiki/ଲିଓନ"ରୁ ଅଣାଯାଇଅଛି