"ଜ୍ୟୋତିର୍ଲିଙ୍ଗ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଆହୁରି ଦେଖନ୍ତୁ
ଅନୁବାଦ
୧୪ କ ଧାଡ଼ି:
{{location map~|India|label='''ତ୍ୟ୍ରମ୍ବକେଶ୍ବର'''|mark=Green_pog.svg|position=left|lat=19.933333|long=73.55}}
{{location map~|India|label='''କେଦାରନାଥ'''|mark=Green_pog.svg|position=right|lat=30.733333|long=79.066667}}
{{location map~|India|label='''Grineshwarଘୃଷ୍ଣେଶ୍ବର'''|mark=Green_pog.svg|position=right|lat=20.024722|long=75.169444}}
}}
ବ୍ରହ୍ମା-ବିଷ୍ଣୁ-ମହେଶ୍ଵରଙ୍କୁ ହିନ୍ଦୁଧର୍ମ ବିଶ୍ଵାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ବର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର..ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ ।