"ଭାରତ ରତ୍ନ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଇଂରାଜୀ ଠିକଣା, ଯୋଗସୂତ୍ର ପେଟି |
ଟିକେ ତଥ୍ୟ ପେଟି: ଅନୁବାଦ |
||
୩ କ ଧାଡ଼ି:
| awardname = ଭାରତ ରତ୍ନ
| image = [[ଫାଇଲ:Bharat Ratna.jpg|220px]]
| type =
| category =
| instituted =
| lastawarded =
| total =
| awardedby = [[
| cashaward =
| description = [[ଓସ୍ତ]] ପତ୍ରରେ ଅଙ୍କିତ ସୂର୍ଯ୍ୟଚିତ୍ର ଓ ତା’ତଳକୁ ଦେବନାଗରୀ ଲିପିରେ ଭାରତରତ୍ନ ଲେଖାଯାଇଥାଏ ।
| previousnames =
| obverse =
| reverse =
| ribbon =
| firstawardees = [[
| lastawardees = [[
| precededby =
| followedby = [[
}}
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । <!--ସବୁକ୍ଷେତ୍ରରେ ପାରଦର୍ଶିତା ତଥା ଦେଶର ମାନ ଓ ଗୌରବ ବୃଦ୍ଧି କରିଥିବା ବ୍ୟକ୍ତିଙ୍କୁ ଏହି ସର୍ବୋଚ୍ଚ ବେସାମରିକ ସମ୍ମାନ ପାଇଁ ମନୋନିତ କରାଯାଇଥାଏ କେବଳ ଭାରତୀୟଙ୍କୁ ଏହା ପ୍ରଦାନ କରାଯିବ ବୋଲି କୌଣସି ଲିଖିତ ନିୟମ ନାହିଁ --> ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ [[ଭାରତର ରାଷ୍ଟ୍ରପତି|
୩୫ମିଲିମିଟର ବେଧ ବିଶିଷ୍ଟ ପତ୍ରଆକୃତି ସ୍ଵର୍ଣ୍ଣପଦକଟିର ଗୋଟିଏ ପାଖ ଓସ୍ତପତ୍ରରେ ଅଙ୍କିତ ସୂର୍ଯ୍ୟଚିତ୍ରଓ ତା’ତଳକୁ ଦେବନାଗରୀ ଲିପିରେ ଭାରତରତ୍ନ ଲେଖାଯାଇଥିଲା ବେଳେ ଅନ୍ୟ ପାଖଟିରେ ଭାରତର ଜାତୀୟ ପ୍ରତୀକ ଶୋଭା ପାଇଥାଏ ୫୧ ମିଲିମିଟର ଓସାର ବିଶିଷ୍ଟ ଧଳାଫିତାରେ ଏହାକୁ ମନୋନୀତ ବ୍ୟକ୍ତିଙ୍କ ବେକରେ ଝୁଲାଇ ସମ୍ମାନିତ କରାଯିବାର ବିଧି ରହିଛି ଆରମ୍ଭ ହେବା ସମୟରେ ମରଣୋତ୍ତର ଭାବେ ଏହାକୁ ଦିଆ ନ ଯିବାକୁ ସ୍ଥିର କରାଯାଇଥିଲେ ହେଁ ପରେ ଏଥିରେ ସଂଶୋଧନ କରାଯାଇ ମରଣୋତ୍ତର ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଏହା ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ଭାରତର ଏହି ସର୍ବୋଚ୍ଚ ସମ୍ମାନ କେବଳ ଭାରତୀୟଙ୍କୁ ପ୍ରଦାନ କରାଯିବାକୁ ଲିଖିତ ନିୟମ ନ ଥିବାରୁ ଖାନ ଅବଦୁଲ ଗଫର ଖାଁ (୧୯୮୭), ମଦର ଟେରେସା (୧୯୮୦) ଏବଂ ନେଲସନ ମଣ୍ଡେଲା (୧୯୯୦)ଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ୧୯୯୨ରେ ସୁଭାସ ଚନ୍ଦ୍ର ବୋଷଙ୍କୁ ମରଣୋତ୍ତର ଭାବେ ଭାରତରତ୍ନ ପ୍ରଦାନ କରାଯିବାକୁ ଘୋଷଣା କରାଯାଇଥିଲା, ମାତ୍ର ତାଙ୍କ ମୃତ୍ୟୁ ସମ୍ପର୍କରେ କୌଣସି ପ୍ରାମାଣିକ ତଥ୍ୟ ନଥିବାରୁ ଏହି ଘୋଷଣାକୁ ପ୍ରତ୍ୟାହାର କରିନିଆଯାଇଥିଲା ସେହି ପରି ବିଶିଷ୍ଟ ସ୍ଵାଧିନତା ସଂଗ୍ରାମୀ ତଥା ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ଆବୁଲ କାଲାମ ଆଜାଦଙ୍କୁ ଯେତେବେଳେ ଭାରତରତ୍ନ ପ୍ରଦାନ ପାଇଁ ମନୋନିତ କରାଗଲା, ସେତେବେଳେ ସେ ଭାରତରତ୍ନ ପାଇଁ ଉଦ୍ଦିଷ୍ଟ ଚୟନମଣ୍ଡଳୀରେ ସଦସ୍ୟ ଥିବା ଯୋଗୁଁ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ ପରେ ତାଙ୍କ ମୃତ୍ୟୁ ପରେ ୧୯୯୨ ମସିହାରେ ତାଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ପ୍ରଦାନ କରାଯାଇଥିଲା
|