"ଥୋମାସ ଆଲଭା ଏଡ଼ିସନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୯ କ ଧାଡ଼ି:
 
== ବାଲ୍ୟ ଜୀବନ ==
[[File:Young Thomas Edison.jpg|thumb|200px|Edisonବାଳୁତ as a boyଏଡିସନ୍]]
ଥୋମାସ ଏଡ଼ିସନ ମିଲନ୍, ଓହିଓରେ ଜନ୍ମଗ୍ରହଣ କରିଥିଲେ ଓ ପୋର୍ଟ ହ୍ୟୁରନ, ମିଚିଗାନ୍‌ରେ ଲାଳିତପାଳିତ ହୋଇଥିଲେ । ସେ ସାମୁଏଲ ଓଗଡେନ ଏଡ଼ିସନ, ଜୁନିୟର (୧୮୦୪-୯୬ ମାର୍ସାଲ ଟାଉନ, ନୋଭା ସ୍କଟିଆ, କାନାଡ଼ାରେ ଜନ୍ମିତ) ଏବଂ ନାନସି ମାଥିଉଜ ଇଲିଅଟଙ୍କର (୧୮୧୦-୧୮୭୧ ଚେନାଙ୍ଗୋ କାଉଣ୍ଟି, ନିଉୟର୍କରେ ଜନ୍ମିତ) ସପ୍ତମ ତଥା ଶେଷ ସନ୍ତାନ ଥିଲେ । ୧୮୩୭ର ଅସଫଳ ମାକେଞ୍ଜି ବିଦ୍ରୋହରେ ସାମିଲ ଥିବାରୁ ତାଙ୍କ ପିତାଙ୍କୁ କାନାଡ଼ାରୁ ପଳାଇ ଆସିବାକୁ ପଡିଲା । ଏଡ଼ିସନ ନିଜକୁ ଡଚ ବଂଶଧର ବୋଲି ଭାବୁଥିଲେ ।
 
ବିଦ୍ୟାଳୟରେ ଶିଶୁ ଏଡ଼ିସନଙ୍କର ମୁଣ୍ଡ ସ୍ଥିର ରହୁନଥିଲା, ସେଥିପାଇଁ ତାଙ୍କ ଶିକ୍ଷକ, ରେଭେରେଣ୍ଡ ଏଙ୍ଗ୍ଲେ ତାଙ୍କୁ ପାଗେଳା ବୋଲି ଡାକୁଥିଲେ । ଏତିକିରେ ଏଡ଼ିସନଙ୍କର ତିନିମାସର ବିଦ୍ୟାଳୟ ପାଠ ଶେଷ ହେଲା । ଏଡ଼ିସନପରେ କହୁଥିଲେ, "ମୋ ମାଆ ମୋତେ ତିଆରି କରିଥିଲେ । ସେ ମୋ ଉପରେ ଏତେ ନିଶ୍ଚିତ ଥିଲେ, ଏତେ ଭରସା କରୁଥିଲେ ଯେ, ମୋତେ ଲାଗିଲା ମୋର ବଞ୍ଚିବାର କାରଣ ଅଛି, କେହି ଜଣକୁ ମୁଁ ଦୁଃଖୀ କରି ପାରିବିନି । ତାଙ୍କ ମାଆ ତାଙ୍କୁ ଘରେ ପଢ଼ାଉଥିଲେ । ତାଙ୍କର ଅଧିକାଂଶ ଶିକ୍ଷା ଆର.ଜି. ପାର୍କରଙ୍କର ସ୍କୁଲ ଅଫ ନାଚୁରାଲ ଫିଲୋସୋଫି ଓ ଦି କୁପର ୟୁନିଅନରୁ ଆସିଥିଲା ।
 
==କର୍ମମୟ ଜୀବନର ପ୍ରାରମ୍ଭ==
[[ଫାଇଲ:Thomas Edison, 1878.jpg|thumbnail|୧୮୭୮ ରେ ଏଡିସନ୍]]