"ଥୋମାସ ଆଲଭା ଏଡ଼ିସନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୬ କ ଧାଡ଼ି:
 
 
ଏଡ଼ିସନ ହେଉଛନ୍ତି ଇତିହାସର ୪ର୍ଥ ଶ୍ରେଷ୍ଠ ଉଦ୍ଭାବକ, ଯିଏ ତାଙ୍କ ନାମରେ ୧୦୯୩ ଟି ଯୁକ୍ତରାଷ୍ଟ୍ର ପେଟେଣ୍ଟ ସହିତ ଯୁକ୍ତରାଜ୍ୟ, ଫ୍ରାନ୍‌ସ ଓ ଜର୍ମାନୀରେ ମଧ୍ୟ ଅନେକ ପେଟେଣ୍ଟ କରିଥିଲେ । ସେ ଯୋଗାଯୋଗ କ୍ଷେତ୍ରରେ ଅନେକ ଉଦ୍ଭାବନ କରିଥିଲେ, ବିଶେଷ ଭାବରେ ଦୂରସଞ୍ଚାର । ଏହା ଭିତରେ ଥିଲା ଷ୍ଟକ ଟିକର, ଯାନ୍ତ୍ରିକ ଭୋଟ ଗଣାଳୀ, ବିଦ୍ୟୁତ କାର ପାଇଁ ବ୍ୟାଟେରୀ, ବିଦ୍ୟୁତ ଶକ୍ତି, ମ୍ୟୁଜିକ ରେକର୍ଡ଼ ଏବଂ ମୋସନ ପିକ୍ଚର । ଜଣେ ଟେଲିଗ୍ରାଫ ଅପରେଟର ଭାବରେ କାମ କରୁଥିବା ସମୟରେ ସେ ଏ ସବୁ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିଲେ । ଏଡିସନ ପ୍ରଥମେ ବିଦ୍ୟୁତ ଶକ୍ତି ସୃଷ୍ଟି ଓ ଗୃହ, ବ୍ୟବସାୟ ଓ କାରଖାନା ପାଇଁ ବିତରଣ ବିଷୟରେ ଚିନ୍ତା କରିଥିଲେ । ତାଙ୍କ ପ୍ରଥମ ଶକ୍ତି କେନ୍ଦ୍ର ମାନହାଟାନମ୍ୟାନହାଟନ୍ ଦ୍ଵୀପ, ନିଉୟର୍କରେ ଥିଲା ।
 
== ବାଲ୍ୟ ଜୀବନ ==