"ଚା’" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୫ କ ଧାଡ଼ି:
 
==ତିଆରି ପଦ୍ଧତି==
==ଗୁଣ==
ଚା’ ର ଅନେକ ଔଷଧିୟ ଗୁଣ ଅଛି -ବିଶେଷ ଭାବରେ ଏହାର ରୋଗ ନିରୋଧକ ଗୁଣ (antioxidant)। ଚା’ ପତ୍ରରେ ସାତଶହ ପ୍ରକାରର ରାସାୟନିକ ଗୁଣ ରହିଛି। ଆମିନୋଏସିଡ , ଭିଟାମିନ୍ -ସି, ଇ ଓ କେ କାଫିନ ଆଦି। ନିୟମିତ ଚା’ ପାନ ଦ୍ଵାରା ରକ୍ତଚାପ ନିୟନ୍ତ୍ରିତ ହୁଏ। ହୃଦରୋଗ ,ବହୁମୁତ୍ର , ଗଣ୍ଠିବାତ ଆଦି ରୋଗ ଏପରିକି ଦନ୍ତରୋଗରେ ମଧ୍ୟ ଚା’କୁ ଏକ ପ୍ରତିଷେଧକ ରୂପେ ଗ୍ରହଣ କରାଯାଉଛି। କିନ୍ତୁ ଆମେ ଦୁଗ୍ଧ ଓ ପ୍ରଚୁର ପରିମାଣର ଚିନି ମିଶାଇ ଯେପରି ଚା’ ପିଉଛୁ ତାହା ଚା’ ର ଗୁଣକୁ ବିଶେଷ ଭାବରେ ନଷ୍ଟ କରିଦେଉଛି। ଖାଲିଅ ଗରମ ପାଣିରେ ଫୁଟାହେଇଥିବା ଚା’ ପିଇଲେ ତାହା ବେଶ ଲାଭଦାୟୀ।
 
==ଗ୍ୟାଲେରୀ==
== ଆଧାର ==
"https://or.wikipedia.org/wiki/ଚା’"ରୁ ଅଣାଯାଇଅଛି