"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୮ କ ଧାଡ଼ି:
===ବୈଶାଖ===
ଶାଳିବାହନ ଶକାବ୍ଦର ପ୍ରଥମ ମାସ ୤ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ ୤ ଏ ମାସ ପଣାସଂକ୍ରାନ୍ତିଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ ୤ ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ ୤ ହିନ୍ଦୁମତରେ ଏହା ୪ଟି ଧର୍ମ ମାସ (କାର୍ତ୍ତିକ, ମାଘ, ବୈଶାଖ, ଆଷାଢ଼) ମଧ୍ୟରୁ ଏକ ମାସ ୤
===ଜ୍ୟୈଷ୍ଠଜ୍ୟେଷ୍ଠ===
ଜ୍ୟେଷ୍ଠା ନକ୍ଷତ୍ରଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାନ ମାସ ୤ ବୈଶାଖର ପରବର୍ତ୍ତୀ ମାସ ୤
 
===ଆଷାଢ଼===
ଆଷାଢ଼ ନକ୍ଷତ୍ରଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାନ ମାସ ୤ ଏହି ମାସ ହିନ୍ଦୁମାନଙ୍କର ଗୋଟିଏ ଧର୍ମମାସ ୤
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି