"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୨ କ ଧାଡ଼ି:
 
== କର୍ମମୟ ଜୀବନ ତଥା କୃତ୍ୟ ଓ କୀର୍ତ୍ତି==
୧୮୮୦ ରେ ସେ କୁଆଁପାଳରୁ ମାଇନର ପାସ କରି [[କଟକ]] ଆସି ନବପ୍ରତିଷ୍ଠିତ ପ୍ୟାରିମୋହନ ଏକାଡେମୀରେ ନାମ ଲେଖାଇଥିଲେ । ୧୮୮୪ ରେ ମସିହାରେ ସେ ଏଣ୍ଟ୍ରାନ୍ସ ପାସ କଲେ ଏବଂ ୧୮୮୬ରେ ମଫସଲ ଅଞ୍ଚଳର ବିରୋଳ ଗ୍ରାମ ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିଲେ । [[ମଧୁସୂଦନ ରାଓ]]ଙ୍କ ପ୍ରରୋଚନାରେ ଉତ୍କଳ ସାହିତ୍ୟ ପତ୍ରିକା ତାଙ୍କ ସମ୍ପାଦନାରେ<ref>{{cite web |url= http://www.museindia.com/viewarticle.asp?myr=2006&issid=5&id=176 |title=Welcome to Muse India |first=Sachidananda |last= Mohanty|work=museindia.com |year=2012 |quote=the illustrious editor of Utkal Sahitya, Biswanath Kar |accessdate=27 September 2012}}</ref> <ref name="Mohanty2005">{{cite book|author=Sachidanandan Mohanty|title=Early Women's Writings in Orissa, 1898-1950: A Lost Tradition|url=http://books.google.com/books?id=WAicQsB1jkgC&pg=PA29|quote= |accessdate=27 September 2012|date=6 January 2005|publisher=SAGE Publications|isbn=978-0-7619-3308-3|pages=29–}}</ref> <ref name="SamalNayak1996">{{cite book|author1=J. K. Samal|author2=P. K. Nayak|author3=Pradip Kumar Nayak|title=Makers of Modern Orissa: Contributions of Some Leading Personalities of Orissa in the 2nd Half of the 19th Century|url=http://books.google.com/books?id=3ewpJNpCLJgC&pg=PA83|quote=|accessdate=27 September 2012|date=1 January 1996|publisher=Abhinav Publications|isbn=978-81-7017-322-9|pages=83–}}</ref> ୧୮୯୭ରେ ପ୍ରକାଶ ପାଇଥିଲା ।<ref name="Dāsa1998">{{cite book|author=Jaẏanta Kumāra Dāsa|title=Ramshankar Ray|url=http://books.google.com/books?id=vFlJLkb8wGQC&pg=PA57|quote= Utkal Sahitya, a leading monthly magazine of Biswanath Kar was released|accessdate=27 September 2012|date=1 January 1998|publisher=Sahitya Akademi|isbn=978-81-260-0548-2|pages=57–}}</ref> ହେଲେ ପତ୍ରିକା ପ୍ରକାଶ ପାଇବାର ତୃତୀୟ ବର୍ଷ ନାନା ଆଡୁ ବହୁତ ଅସୁବିଧା ହେଇଥିଲା । ଏଥିପାଇଁ ସେ ସ୍ଵତନ୍ତ୍ର ପ୍ରେସ ସ୍ଥାପନ ପାଇଁ ଉଦ୍ୟମ କରିଥିଲେ । ସେ ବହୁତ ଯାଗାରୁ ଧାର ଉଧାର କରି ୧୯୦୦ ମସିହା ଜାନୁଆରୀ ୧୦ ତାରିଖରେ "ଉତ୍କଳ ସାହିତ୍ୟ ପ୍ରେସ"ନାମକ ଏକ ପ୍ରେସ [[କଟକ ]]ଠାରେ ସ୍ଥାପନ କରିଥିଲେ। ତା ପୁର୍ବରୁ ସେ ୧୮୯୯ ମସିହା ନଭେମ୍ବର ପହିଲାରୁ ପ୍ରଧାନଶିକ୍ଷକ ପଦ ତ୍ୟାଗ କରିଦେଇଥିଲେ ।
 
ସେ ଥିଲେ ଜଣେ ସ୍ଵାଧୀନତା ସଂଗ୍ରାମୀ । ଭାରତୀୟ ଜାତୀୟ କଂଗ୍ରେସରେ ସେ ଯୋଗଦାନ କରିଥିଲେ । [[ବିହାର]] ଓ [[ଓଡ଼ିଶା]]ବ୍ୟବସ୍ଥାପକ ସଭାକୁ ସେ ପ୍ରତିନିଧି ଭାବରେ ଯାଇଥିଲେ । ସେ ଆଇନ ଅମାନ୍ୟ ଆନ୍ଦୋଳନ ସମୟରେ "ସତ୍ୟ ସମାଚାର" ପତ୍ରିକା ଚଳାଇଥିଲେ । ସେହି ସମୟରେ ସେ "ପୁରୁଷ ସିଂହ ଗାନ୍ଧୀ" ବୋଲି ଏକ ପ୍ରବନ୍ଧ ଲେଖିଥିଲେ । ଫଳରେ ବ୍ରିଟିଶ ସରକାର ତାଙ୍କ ଉପରେ କଡା ନଜର ରଖିଥିଲେ ।