"ଜୀବସାର କ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨ କ ଧାଡ଼ି:
[[file:Retinol 3D ball.png|thumb|ରେଟିନୋଲର ଜୈବିକ ସଂରଚନା]]
[[file:All-trans-Retinol2.svg|thumb|(2E,4E,6E,8E)-3,7-Dimethyl-9-(2,6,6-trimethyl-1-cyclohexen-1-yl)-2,4,6,8-nonatetraen-1-ol (Retinol)]]
'''ଜୀବସାର 'କ'''' ([[ଇଂରାଜୀ ଭାଷା|ଇଂରାଜୀ]]: Vitamin A : '''ଭିଟାମିନ ଏ''') ଆକ୍ଷିରେ ଥିବା ରେଟିନା ନିମନ୍ତେ ଅତ୍ୟାବଶ୍ୟକୀୟ ''ପୋଷକ'' ଅଟେ । ଏହା ଉଭୟ '''କମ୍ ଆଲୋକରେ ଦେଖିବା''' ପାଇଁ ଓ '''ବର୍ଣ୍ଣ ଚିହ୍ନିବା'''(ରଙ୍ଗ ଚିହ୍ନିବା) ପାଇଁ ଆବଶ୍ୟକୀୟ ଅଟେ ।<br/>ଜୀବ ଶରୀରରୁ ଜାତ ଖାଦ୍ୟରେ ଜୀବସାର 'କ' , [[ଇଷ୍ଟର]] ଅବସ୍ଥାରେ ମିଳେ ; ଯାହାକି ପରେ କ୍ଷୁଦ୍ରାନ୍ତରେ (small intestine) ରେଟିନୋଲରେ ବଦଳିଯାଏ । ରେଟିନୋଲ (Retinol) ରାସାୟନିକ ସଂରଚନା ଅନୁଯାୟୀ ଏକ [[ସୁରାସାର]] (Alcohol) ଅଟେ । ଏହି ରେଟିନୋଲ ଶରୀରରେ ସଞ୍ଚୟ ଅବସ୍ଥା ଅଟେ , ଯାହାକି ପରେ ''ଆ‌ଲ‌୍‌ଡିହା‌ଇ‌ଡ‌୍'' ଅବସ୍ଥାକୁ ରୂପାନ୍ତରିତ ହୋଇଥାଏ : '''ରେଟିନାଲ''' ।
<br/>ସାଧାରଣତଃ ଖାଦ୍ୟ ପଦାର୍ଥରେ ଜୀବସାର 'କ' ଦୁଇ ପ୍ରକାର ଅବସ୍ଥାରେ ମିଳେ :
* ରେଟିନୋଲ , ''ଭିଟାମିନ-ଏ''ର ଏକ ଅବସ୍ଥା ଯାହାକି ପ୍ରାଣୀ ଶରୀରରୁ ଜାତ ଖାଦ୍ୟ ପଦାର୍ଥରୁ ମିଳିଥାଏ ।
* କାରୋଟୀନ ଗୁଡିକ ଯେପରିକି , ଆଲଫା କରୋଟିନ , ବିଟା କରୋଟିନ , ଗାମା କରୋଟିନ ଓ xanthophyll beta-cryptoxanthin ହିଁ ଭିଟାମିନର ଅବସ୍ଥା ରୂପେ ଶାକାହାରୀ ପ୍ରାଣୀଙ୍କ ଶରୀରରେ ଦେଖାଯାଏ । ପ୍ରକୃତରେ ମାଂସାହାରୀ ପ୍ରାଣୀମାନେ ଏହି କାରୋଟିନକୁ ରେଟିନାଲରେ ପରିବର୍ତ୍ତନ କରିବାରେ ଦୁର୍ବଳ ଅଟନ୍ତି ।
==ଇତିହାସ==
୧୯୦୬ରେ ଏହି ଜୀବସାର 'କ' ଆବିଷ୍କାର କରଯାଇଥିଲା । [[ପୃଷ୍ଟିସାର]] , [[ସ୍ନେହସାର]] ଓ [[ଶ୍ଵେତସାର]] ବ୍ୟତୀତ ଅନ୍ୟ କିଛି ଉପାଦାନ ମଧ୍ୟ ଆବଶ୍ୟକ ଥିଲା ଗୋରୁଗାଇ ମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପାଇଁ । ୧୯୧୭ ରେ ଏହି ଉପାଦାନ ସବୁ ସ୍ଵାଧୀନ ଭାବେ ଆବିଷ୍କାର କରିଥିଲେ : ଏଲମର ମ୍ୟାକ କୋଲୁମ (Elmer McCollum ) ୱି‌ସ୍‌କୋ‌ନ୍‌ସି‌ନ୍-ମାଡିସନ ବିଶ୍ୱବିଦ୍ୟାଳୟରେ ଓ ଲାଫାୟେତ୍ତେ ମେଣ୍ଡେଲ (Lafayette Mendel) , ଥୋମାସ ବର ଓସବୋର୍ଣ୍ଣ (Thomas Burr Osborne) ୟେଲ ବିଶ୍ଵବିଦ୍ୟାଳୟରେ ।
==ଦୈନିକ ଆବଶ୍ୟକତା==
==ଖାଦ୍ୟ ଉତ୍ସ==
==ପଚନପାଚନ ପ୍ରକ୍ରିୟା==
===ଅଭାବ ଜନିତ ରୋଗ===
===ଆଧିକ୍ୟ ଜନିତ ରୋଗ===
"https://or.wikipedia.org/wiki/ଜୀବସାର_କ"ରୁ ଅଣାଯାଇଅଛି