"ଫୁଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ବାହାର ତଥ୍ୟ: {{ ମୁଣ୍ଡିଆ}}
ଟିକେ ବନାନ
୧ କ ଧାଡ଼ି:
{{ଛୋଟ|Flower}}
{{pp-semi-indef}}{{pp-move-indef}}
[[Image:Flower poster 2.jpg|thumb|upright=1.5|A poster with flowers or clusters of flowers produced by twelve species of flowering plants from different families]]
'''ଫୁଲ''' ବା '''ପୁଷ୍ପ''' କ୍ଷୁଦ୍ର ଆକାର, କଅଁଳ ପାଖୁଡା, ବିଭିନ୍ନ ରଙ୍ଗ , ଭିନ୍ନ ବାସ୍ନାର ରହିଛି।ରହିଛି । ଫୁଲ ମାନଙ୍କର ବହୁତ ପ୍ରକାରର ଆବଶ୍ୟକତା ରହିଛି । ବିଭିନ୍ନ ଉଦ୍ଦେଶ୍ୟରେ ଫୁଲ ମାନେ ବି ବ୍ୟବହୃତ ହୁଅନ୍ତି - ଜନ୍ମ ଦିନରେ, ସଭାସମିତିରେ, ସଭାସମିତି ରେ ଦେବାଳୟରେ,ଦେବାଳୟରେ ,ପକେଟରେ ,ଶର୍ଯ୍ୟାରେ ଶଯ୍ୟାରେ, ମୃତ୍ୟୁ ଶର୍ଯ୍ୟାରେଶଯ୍ୟାରେ ଏମିତି ବହୁତ ଯାଗାରେ ।
 
ଶାନ୍ତି ଓ ସମୃଦ୍ଧି ପାଇଁ ପୁଷ୍ପମାନ ଇଶ୍ଵରଙ୍କ ଠାରେ ଅର୍ପିତ । ଆକାଶକୁ ତାରାମାନ ସଜାଇବା ଭଳି ରଙ୍ଗବେରଙ୍ଗର ଫୁଲ ମାନ ପ୍ରକୃତିରାଣୀକୁ ସଜାଇଥାନ୍ତି । ସୃଷ୍ଟିକର୍ତ୍ତାଙ୍କ ଦ୍ଵାରା ସୃଷ୍ଟ ପ୍ରତ୍ୟେକ ପଦାର୍ଥକୁ ପ୍ରଥମେ ତାଙ୍କୁ ହିଁ ନିବେଦନ କରାଯାଇଥାଏ । ଏହା ଆର୍ଯ୍ୟ ପରମ୍ପରା । ଶାସ୍ତ୍ର ମତ, ବୃକ୍ଷରେ ଫୁଲ ମାନେ ଯେଭଳି ଫୁଟିଥାନ୍ତି ପ୍ରଭୁଙ୍କୁ ସେହି ଭଳି ସଜାଇବା ଦରକାର । ଫୁଲ ଓଲଟାଇ ଈଶ୍ଵରରଙ୍କୁ ଅର୍ପଣ କଲେ ଫଳ କିଛି ମିଳେ ନାହିଁ । ପୁନଶ୍ଚ, ପୁଷ୍ପ ଚୟନ ସମୟରେ ଫୁଲଗଛଟିକୁ ସମ୍ପୁର୍ଣ୍ଣ ପୁଷ୍ପଶୂନ୍ୟ (ଲଣ୍ଡିଅତଲଣ୍ଡିତ) ନକରି ପ୍ରକୃତିର ଉପଭୋଗପାଇଁ କେତୋଟି ପୁଷ୍ପ ଛାଡିଦେବାଛାଡ଼ିଦେବା ବିଧେୟ । ଏତଦ୍ଵାରା ଫୁଲ ଗୁଡିକଗୁଡ଼ିକୁ ଧାରଣ କରିଥିବା ଗଛଟି ସୁନ୍ଦର ଦେଖାଯିବା ସହିତ ପ୍ରକୃତିରାଣୀ ଅପରୂପ ଶୋଭାରେ ବିମଣ୍ଡିତ ହୋଇଥାଏ।ହୋଇଥାଏ । ସୌନ୍ଦର୍ଯ୍ୟ ହିଁ ପରମା ପ୍ରକୃତି । ସେଥି ପାଇଁ ମାତୃବନ୍ଦନାରେ ଯଥାର୍ଥରେ କୁହାଯାଇଛି "ଓଁ ସୌନ୍ଦର୍ଯ୍ୟମୟୀ ପରମେ, ଓଁ ଆନନ୍ଦମୟୀ ପରମେ , ଓଁ ସତ୍ୟମୟୀ ପରମେ '' - ଅର୍ଥାତ ; ସୌନ୍ଦର୍ଯ୍ୟ ହିଁ ଶ୍ରେଷ୍ଠ । ଅନ୍ୟ ଅର୍ଥରେ ଶ୍ରେଷ୍ଠତ୍ଵ ପ୍ରତିପାଦନ କରୁଥିବା ବ୍ୟକ୍ତିତ୍ଵ ହିଁ ଦୁନିଆକୁ ସୁନ୍ଦର ଦେଖାଯାଏ । ଫୁଲମାନଙ୍କ ଠାରୁ ଏହି ସନ୍ଦେଶ ଆମକୁ ମିଳେ ।
 
ଶାନ୍ତି ଓ ସମୃଦ୍ଧି ପାଇଁ ପୁଷ୍ପମାନ ଇଶ୍ଵରଙ୍କ ଠାରେ ଅର୍ପିତ । ଆକାଶକୁ ତାରାମାନ ସଜାଇବା ଭଳି ରଙ୍ଗବେରଙ୍ଗର ଫୁଲ ମାନ ପ୍ରକୃତିରାଣୀକୁ ସଜାଇଥାନ୍ତି । ସୃଷ୍ଟିକର୍ତ୍ତାଙ୍କ ଦ୍ଵାରା ସୃଷ୍ଟ ପ୍ରତ୍ୟେକ ପଦାର୍ଥକୁ ପ୍ରଥମେ ତାଙ୍କୁ ହିଁ ନିବେଦନ କରାଯାଇଥାଏ । ଏହା ଆର୍ଯ୍ୟ ପରମ୍ପରା । ଶାସ୍ତ୍ର ମତ, ବୃକ୍ଷରେ ଫୁଲ ମାନେ ଯେଭଳି ଫୁଟିଥାନ୍ତି ପ୍ରଭୁଙ୍କୁ ସେହି ଭଳି ସଜାଇବା ଦରକାର । ଫୁଲ ଓଲଟାଇ ଈଶ୍ଵରରଙ୍କୁ ଅର୍ପଣ କଲେ ଫଳ କିଛି ମିଳେ ନାହିଁ । ପୁନଶ୍ଚ, ପୁଷ୍ପ ଚୟନ ସମୟରେ ଫୁଲଗଛଟିକୁ ସମ୍ପୁର୍ଣ୍ଣ ପୁଷ୍ପଶୂନ୍ୟ (ଲଣ୍ଡିଅତ) ନକରି ପ୍ରକୃତିର ଉପଭୋଗପାଇଁ କେତୋଟି ପୁଷ୍ପ ଛାଡିଦେବା ବିଧେୟ । ଏତଦ୍ଵାରା ଫୁଲ ଗୁଡିକ ଧାରଣ କରିଥିବା ଗଛଟି ସୁନ୍ଦର ଦେଖାଯିବା ସହିତ ପ୍ରକୃତିରାଣୀ ଅପରୂପ ଶୋଭାରେ ବିମଣ୍ଡିତ ହୋଇଥାଏ। ସୌନ୍ଦର୍ଯ୍ୟ ହିଁ ପରମା ପ୍ରକୃତି । ସେଥି ପାଇଁ ମାତୃବନ୍ଦନାରେ ଯଥାର୍ଥରେ କୁହାଯାଇଛି "ଓଁ ସୌନ୍ଦର୍ଯ୍ୟମୟୀ ପରମେ, ଓଁ ଆନନ୍ଦମୟୀ ପରମେ , ଓଁ ସତ୍ୟମୟୀ ପରମେ '' - ଅର୍ଥାତ ;ସୌନ୍ଦର୍ଯ୍ୟ ହିଁ ଶ୍ରେଷ୍ଠ । ଅନ୍ୟ ଅର୍ଥରେ ଶ୍ରେଷ୍ଠତ୍ଵ ପ୍ରତିପାଦନ କରୁଥିବା ବ୍ୟକ୍ତିତ୍ଵ ହିଁ ଦୁନିଆକୁ ସୁନ୍ଦର ଦେଖାଯାଏ । ଫୁଲମାନଙ୍କ ଠାରୁ ଏହି ସନ୍ଦେଶ ଆମକୁ ମିଳେ ।
==ପୁଷ୍ପ ଚୟନ ==
ପୁଷ୍ପଟିଏ ଚୟନ ବେଳେ ଅତି ସତର୍କତା ସହିତ ତୋଳିବାର ନିୟମ ରହିଛି । ସୂକ୍ଷ୍ମ ଓ କୋମଳାଙ୍ଗକୁ ଖିନଭିନ୍ କରିବା ମନୁଷ୍ୟର କର୍ତ୍ତବ୍ୟ ନୁହେଁ । ଯାହା ବିଭୁପଦରେ ସମର୍ପିତ ହେବ ତାହାର ଡେମ୍ଫକୁ ବୃଦ୍ଧାଙ୍ଗୁଳି , ମଧ୍ୟମାଙ୍ଗୁଳି ଓ ମଧ୍ୟମାଙ୍ଗୁଳିର ପରବର୍ତ୍ତି ଆଙ୍ଗୁଳି - ଏହି ତିନି ଆଙ୍ଗୁଳି ସ୍ପର୍ଶରେ ଅତି ଧୀରେ ପୁଷ୍ପଚୟନ କରାଯାଏ । ଖୁସି ମନରେ ପୁଷ୍ପଚୟନ କଲେ ତାହା ଦେବଯୋଗ୍ୟ ହୋଇଥାଏ । ଅନ୍ୟବଗିଚାରୁ ପୁଷ୍ପ ଚୋରିକରି ମାଳା ତିଆରି ପୂର୍ବକ ବେବ/ଦେବୀଙ୍କୁ ଅର୍ପଣ କଲେ କିଛି ଫଳ ମିଳେନାହିଁ ।
"https://or.wikipedia.org/wiki/ଫୁଲ"ରୁ ଅଣାଯାଇଅଛି