"ଧର୍ମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୮ କ ଧାଡ଼ି:
 
==ଅନୁସନ୍ଧାନ==
ଧାର୍ମିକ ଅନୁସନ୍ଧାନ ହେଉଛି ମାନବର ପ୍ରାରମ୍ଭିକ ବୌଦ୍ଧିକ ଅନୁସନ୍ଧାନ ଏବଂ ସଂଗଠିତ ଧର୍ମ ହେଉଛି ମନୁଷ୍ୟ ଦ୍ଵାରା ଗଠିତ ହେଇଥିବା ବୋଧହୁଏ ସର୍ବ ପ୍ରଥମ ସମାଜିକ ସଂସ୍ଥା । ଧର୍ମ ମାନବ ସମାଜ ଉପରେ ପ୍ରବଳ ପ୍ରଭାବ ବିସ୍ତାର କରି ଆସିଛି ଏବଂ ଧର୍ମ ହିଁ ଇତିହାସ ପାଇଁ ରହିଆସିଛି ଏକ ପ୍ରବଳ ଉତପ୍ରେରକ ଶକ୍ତି ରୂପେ । ପ୍ରତ୍ୟେକ ସଂଗଠିତ ସମାଜରେ ରହିଛନ୍ତି ଧର୍ମତ୍ୟାଗୀ, ଧର୍ମବିରାଗୀ ଏବଂ ଅପଧର୍ମୀ ବ୍ୟକ୍ତିମାନେ । ସେମାନଙ୍କ ମଧ୍ୟରେ ବିବାଦ ତଥା ସଂଘର୍ଷ ଉପୁଜିବା କାରଣରୁ ମୂଳ ଧାର୍ମିକ ଗୋଷ୍ଠୀରେ ନୂଆନୂଆ ଉପଗୋଷ୍ଠୀମାନ ଜନ୍ମ ନେଇଛି ।
 
ମଣିଷର ଅନ୍ତରତମ ପ୍ରଦେଶକୁ ପ୍ରବେଶ କରି ଅନୁସନ୍ଧାନ କରିବା, ତାର ଆକଂକ୍ଷା ଏବଂ ସମ୍ଭାବିତ ସମ୍ଭାବନାକୁ ଅନ୍ଵେଷଣ କରିବା , ବ୍ୟକ୍ତି ଓ ସମାଜ କୁ ସୁସ୍ଥ ରଖୁଥିବା ମୂଲ୍ୟବୋଧର ସନ୍ଧାନ କରିବା,ସ୍ଵାର୍ଥପରତାରୁ ମୁକ୍ତହେଇ ତଥା ନିଜ '''ସ୍ଵ'''ର ଊର୍ଦ୍ଧକୁ ଆରୋହଣ କରି ମଣିଷ ଜୀବନର ଉଚ୍ଚତର ଉଦ୍ଦେଶ୍ୟର ରହସ୍ୟ ଉନ୍ମୋଚନ କରିବା ହିଁ ଧର୍ମର ଲକ୍ଷ୍ୟ ।
 
==ଆଧାର==
{{ଆଧାର}}
"https://or.wikipedia.org/wiki/ଧର୍ମ"ରୁ ଅଣାଯାଇଅଛି